03 ନଭେମ୍ବର 2019 , ଆଜିର ରାଶିଫଳ – ସୂର୍ଯ୍ୟଦେବ ଏହି ସବୁ ରାଶି ଉପରେ ହେଲେ ପ୍ରସନ୍ନ.

rasi-phala

ମେଷ : ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ । ଆଜି ଆପଣଙ୍କୁ କୌଣସି ସମସ୍ୟାର ସାମନା କରିବାକୁ ପଡ଼ିପାରେ। ମନ ଚିନ୍ତାରେ ବ୍ୟଗ୍ର ରହିବ। ଶାରୀରିକ ରୂପରେ ଫୂର୍ତ୍ତିର ଅଭାବ ରହିବ ଆଳସ୍ୟ ଅନୁଭବ କରିବେ। କାର୍ଯ୍ୟକ୍ଷେତ୍ରରେ ଉପର ଅଧିକାରୀମାନଙ୍କର ବ୍ୟବହାର ନକାରାତ୍ମକ ରହିବ। ସନ୍ତାନମାନଙ୍କର ସ୍ଵାସ୍ଥ୍ୟ ବିଷୟରେ ଚିନ୍ତା ରହିବ ଏବଂ ତାଙ୍କର ସହିତ ମତଭେଦ ମଧ୍ୟ ହୋଇପାରେ।

ବୃଷ : ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚ଼ିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି ,ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ । କାହା ସହିତ ବାଦ-ବିବାଦ କିମ୍ବା ଝଗଡ଼ା କରନ୍ତୁ ନାହିଁ। ବାଣୀ ଉପରେ ନିୟନ୍ତ୍ରଣ ରଖିବାରେ ଆପଣଙ୍କର ହିତ ହେବ। ଶତ୍ରୁମାନଙ୍କଠାରୁ ସାବଧାନ ରୁହନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ରହସ୍ୟମୟ ବିଷୟ ତଥା ଗୂଢ଼ ବିଦ୍ୟା ପ୍ରତି ଆପଣ ଆକର୍ଷିତ ହେବେ ଏବଂ ଆଧ୍ୟାତ୍ମିକ ଚିନ୍ତା ଦ୍ଵାରା ମାନସିକ ଶାନ୍ତି ପ୍ରାପ୍ତ କରି ପାରିବେ।

ମିଥୁନ : ଆଜି ଆପଣ ଏମିତିହିଁ ଗପିବା ସମୟରେ ନିଜର ଶବ୍ଦଗୁଡ଼ିକୁ ବୁଝି ବିଚ଼ାରକରି କହିବେ । ଆପଣ କାହାକୁ କ`ଣ କହୁଛନ୍ତି ଏଥି ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କର ଶବ୍ଦଗୁଡ଼ିକୁ ବୁଲେଇ ଆପଣଙ୍କ ବିରୋଧରେ ବ୍ୟବହାର କରାଯାଇପାରେ । ଆପଣଙ୍କ ବାଣୀ କାରଣରୁ କୌଣସି ସମସ୍ୟା ନ ହେଉ ଏହାର ଧ୍ୟାନ ରଖିବେ। ଉଗ୍ରତାର କାରଣ କୌଣସି ଝଗଡ଼ା ନ ହେଉ ଏହାର ଧ୍ୟାନ ରଖିବେ। ଆଜି ଆଖିରେ ପୀଡ଼ା ହୋଇପାରେ। ପରିଜନମାନଙ୍କ ସାଥିରେ କଳହ ହେବାର ଆଶଂକା ଅଛି। ଆଜି ଆୟ କମ ଏବଂ ଖର୍ଚ୍ଚ ଅଧିକ ହେବ।

କର୍କଟ : ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ । ଆଜିର ଦିନ ଆପଣଙ୍କ ପାଇଁ ଲାଭକାରୀ ଅଟେ। ଚାକିରି ଏବଂ ବ୍ୟାପାରରେ ମଧ୍ୟ ଲାଭର ସଂକେତ ଅଛି। ମିତ୍ରମାନଙ୍କ ସାଥିରେ ଆନନ୍ଦପୂର୍ବକ ସମୟ ବିତାଇ ପାରନ୍ତି। ଅବିବାହିତ ଲୋକମାନଙ୍କର ପାଇଁ ବିବାହର ଯୋଗ ଅଛି। ଆୟର ସାଧନରେ ବୃଦ୍ଧି ହେବ। ଆକସ୍ମିକ ଧନ ମିଳିବ। ଯାତ୍ରା କରିପାରନ୍ତି।

ସିଂହ : ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ । ଆପଣଙ୍କ କାର୍ଯ୍ୟକ୍ଷେତ୍ର ପାଇଁ ଆଜିର ଦିନ ବିଶେଷ ହୋଇପାରେ। ଉଚ୍ଚ ଅଧିକାରୀ ପ୍ରସନ୍ନ ରହିବେ। ଆପଣ ଆଜି ନିଜର କାର୍ଯ୍ୟ ଦୃଢ ମନୋବଳ ଏବଂ ପୂର୍ଣ୍ଣ ଆତ୍ମବିଶ୍ଵାସ ସହିତ ସଂପନ୍ନ କରିବେ। ପିତାଙ୍କ ସହିତ ସଂବନ୍ଧ ପ୍ରେମପୂର୍ଣ୍ଣ ରହିବ ଏବଂ ତାଙ୍କଠାରୁ ଲାଭ ମଧ୍ୟ ହେବ। ଜମି, ବାହନ, ସଂପତ୍ତି ସଲଗ୍ନ କାର୍ଯ୍ୟ କରିବାକୁ ଆଜିର ଦିନ ଅନୁକୂଳ ଅଟେ।

କନ୍ୟା : ଆଜି ଆପଣ ବିଶ୍ରାମ କରନ୍ତୁ କାରଣ ଆପଣଙ୍କୁ କିଛି ସମସ୍ୟା ପାଇଁ ଅସୁବିଧା ହୋଇ ପାରେ । ବେଶୀ ଚ଼ିନ୍ତା କରନାହିଁ, ଆପଣଙ୍କର ସମସ୍ତ ସମସ୍ୟା ଶୀଘ୍ରହିଁ ଶେଷ ହୋଇଯିବ । ଆପଣ ନିଜର ପରିବାରର ଆର୍ଥିକ ଆବଶ୍ୟକତାକୁ ଆଜି ସମ୍ପୂର୍ଣ୍ଣ କରିବେ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ମନରେ ଉତ୍ସାହ ତଥା ବିଚାରରେ ସ୍ଥିରତା କାରଣରୁ ସମସ୍ତ କାର୍ଯ୍ୟ ଆପଣ ଭଲ ଭାବରେ କରି ପାରିବେ। ଆଜି ମନୋରଞ୍ଜନ, ସୌନ୍ଧର୍ଯ୍ୟ-ପ୍ରସାଧନ, ଆଭୂଷଣ ଆଦିରେ ଖର୍ଚ୍ଚ ହେବ।

ତୁଳା : ଏହି ସମୟଟି ଘର ପ୍ରତି ଧ୍ୟାନ ଦେବାର ଅଛି । ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ । ଆଜି ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି । ଆର୍ଥିକ ଆୟୋଜନମାନଙ୍କ ଏବଂ ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ଉତ୍ତମ ଦିନ ଅଟେ। ବ୍ୟାପାରରେ ଲାଭ, ଚାକିରିରେ ପଦୋନ୍ନତି ଏବଂ ଆୟ ସ୍ରୋତରେ ବୃଦ୍ଧି ହେବାରୁ ଆପଣ ଖୁବ ଆନନ୍ଦ ଏବଂ ସନ୍ତୋଷର ଭାବନା ଅନୁଭବ କରିବେ। ମିତ୍ର, ପତ୍ନୀ, ପୁତ୍ର ଆଦିଙ୍କର ତରଫରୁ ଶୁଭ ସମାଚାର ମିଳିବ। ମାଙ୍ଗଳିକ କାର୍ଯ୍ୟ ହେବ। ଯାତ୍ରା ତଥା ବିବାହର ଯୋଗ ଅଛି। ପ୍ରଣୟ ପାଇଁ ଅନୁକୂଳ ଦିନ ଅଟେ। ଉତ୍ତମ ବୈବାହିକ ସୁଖର ଆନନ୍ଦ ଉଠାଇ ପାରିବେ।ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ବିଚ୍ଛା : ଆଜି ଦିନରେ ଆପଣ ବିଦେଶରୁ କୌଣସି ଖୁସିଖବର ପାଇ ପାରନ୍ତି । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ହୁଏତ ଆପଣଙ୍କୁ ଭୂଲ ବୁଝିପାରନ୍ତି । ସାବଧାନ ରୁହନ୍ତୁ ଏବଂ ଠିକ୍ ଭାବରେ ନିଜର କଥା ସେମାନଙ୍କୁ ବୁଝାଇବାକୁ ଚ଼େଷ୍ଟାକରନ୍ତୁ । କଳିକଜିଆରୁ ଭବିଷ୍ୟତରେ ଅସୁବିଧ ହିଁ ହେବ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ । ଆପଣଙ୍କ ଆଜିର ଦିନ ମିଶ୍ରିତ ଫଳଦାୟୀ ଅଟେ। ସ୍ଵାସ୍ଥ୍ୟକୁ ନେଇ ସତର୍କତା ଅବଲମ୍ବନ କରନ୍ତୁ। କୌଣସି ଭାବରେ ଯୁକ୍ତି କିମ୍ବା ଝଗଡ଼ାରୁ ଦୂରରେ ରୁହନ୍ତୁ। ମଧ୍ୟାହ୍ନ ପରେ ଉତ୍ସାହ ଅନୁଭବ ହେବ। ପରିବାରରେ ମଧ୍ୟ ପ୍ରେମପୂର୍ଣ୍ଣ ମାହୌଲ ରହିବ। ଆର୍ଥିକ ଲାଭର ସମ୍ଭାବନା ଅଛି। ଅସୁବିଧା ବାଧାବିଘ୍ନ ଆସିବ, ଘବରାନ୍ତୁ ନାହିଁ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ : ଆପଣତ ସେ କଳିକଜିଆର ଭାଗିଦାର ନୁହଁନ୍ତି କିନ୍ତୁ ସମାଧାନ କରିବା ପାଇଁ ଆପଣଙ୍କୁ ସାକ୍ଷୀ ରୂପରେ ଡ଼କା ଯାଇ ପାରେ, ଆପଣ କାହା ପକ୍ଷରେ ନ ଯାଇ ସତ୍ୟ ସାଙ୍ଗରେ ରହିବେ, ଏଥିରୁ ଆପଣଙ୍କ ସହକର୍ମୀ ଆପଣଙ୍କ ଠାରୁ ବହୁତ ପ୍ରଭାବିତ ହେବେ । ଆଜି ଆପଣଙ୍କପାଇଁ ବ୍ୟବସାୟ କ୍ଷେତ୍ରରେ ଲାଭଦାୟୀ ସମୟ ଅଟେ। ମହିଳା ବର୍ଗଙ୍କଠାରୁ ଲାଭ ହେବାର ମଧ୍ୟ ଯୋଗ ଅଛି। ମାନସିକ ତଥା ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ମଧ୍ୟାହ୍ନ ପରେ କୌଣସି ଚିନ୍ତା ଆସିପାରେ, ଏଥିରେ ନିଜ ଉପରେ ହାବି ନ ହେବାକୁ ଦିଅନ୍ତୁ ନାହିଁ ଏବଂ ବ୍ୟବହାର ଉପରେ ନିୟନ୍ତ୍ରଣ ରଖିବେ। ବାଣୀ ଉପରେ ନିୟନ୍ତ୍ରଣ ରଖିବା ଜରୁରୀ ଅଟେ, ନହେଲେ କାର୍ଯ୍ୟ ଅଧୂରା ରହିପାରେ। ଖର୍ଚ୍ଚ ବଢ଼ିପାରେ ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ପ୍ରତିକାର : ବୃଦ୍ଧ ବୃଦ୍ଧାଙ୍କର ସେବା କରନ୍ତୁ।

ମକର : ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ । ଆଜି ଆପଣ ନିଜ କଳାକୁ ଚ଼ିହ୍ନି ପାରିବେ ନିଜର ସବୁ ଦିନିଆ ଦିନଚ଼ର୍ଚ୍ଚାରେ କିଛି ପରିବର୍ତ୍ତନ ଆଣନ୍ତୁ । ଛୋଟ ଛୋଟ କଥାରେବି ଆପଣଙ୍କର ନିଜର ତିକ୍ଷଣ ବୁଦ୍ଧି ପାଇଁ ପ୍ରଶଂସା ମିଳିବ । ଆଜି ଆପଣ ମାନସିକ ରୂପରେ ହାଲୁକାପଣ ଅନୁଭବ କରିବେ। ଆନନ୍ଦ ଏବଂ ଉତ୍ସାହରେ ମଧ୍ୟ ବୃଦ୍ଧି ହେବ। କୌଟୁମ୍ବିକ ତଥା ଆର୍ଥିକ ବିଷୟଗୁଡ଼ିକ ଉପରେ ଆପଣ ଅଧିକ ଧ୍ୟାନ ଦେବେ। ଆପଣ କୌଣସି ମଧ୍ୟ କାର୍ଯ୍ୟ ଦୃଢ଼ ମନୋବଳ ଏବଂ ଆତ୍ମବିଶ୍ଵାସର ସହିତ କରିପାରିବେ। ପିତୃପକ୍ଷରୁ ଲାଭ ହେବାର ମଧ୍ୟ ସମ୍ଭାବନା ଅଛି। ପରନ୍ତୁ ଜମି ସମ୍ପତ୍ତି ଆଦି ବିଷୟଗୁଡ଼ିକରେ ସାବଧାନ ରହିବେ। ସନ୍ତାନମାନଙ୍କ ପଛରେ ଖର୍ଚ୍ଚ କରିବେ।ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ : ଆଜି ଆପଣଙ୍କୁ ଏଇଟା ଶିଖିବା ଆବଶ୍ୟକ ଅଟେ କି ଆପଣ ଅନ୍ୟମାନଙ୍କ ସାମନାରେ ନିଜକୁ କିପରି ଭଲ ଭାବରେ ଅଭିବ୍ୟକ୍ତ କରିବାକୁ ପଡ଼ିବ କାରଣ ଅନ୍ୟ ଲୋକ ସେଇଟା ବୁଝିବେ ଯେଉଁଟାକି ଆପଣ ତାଙ୍କୁ ବୁଝାଇବା କୁ ଚ଼ାହୁଁଛନ୍ତି । ଏହି ସମୟଟି ଘର ପ୍ରତି ଧ୍ୟାନ ଦେବାର ଅଛି । ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ । ଆଜିର ଦିନ ଆନନ୍ଦପୂର୍ବକ କଟିବ। ବ୍ୟବସାୟ ଏବଂ ବ୍ୟାପାର କରୁଥିବା ଲୋକଙ୍କ ପାଇଁ ଆଜିର ଦିନ ଲାଭଦାୟୀ ଅଟେ। ବ୍ୟାପାରରେ ବୃଦ୍ଧି ହେବ। ପରିଜନମାନଙ୍କ ତଥା ମିତ୍ରମାନଙ୍କ ସହିତ ଆନନ୍ଦପୂର୍ବକ ସମୟ କଟାଇବେ। ମହିଳାବର୍ଗଙ୍କଠାରୁ ଲାଭ ହେବାର ମଧ୍ୟ ସମ୍ଭାବନା ଅଛି। ସନ୍ତାନମାନଙ୍କ ତରଫରୁ ମଧ୍ୟ ଲାଭ ମିଳିବ। ଛୋଟ ଯାତ୍ରା ପାଇଁ ପରିସ୍ଥିତି ଅନୁକୂଳ ହେବ। ଦାମ୍ପତ୍ୟଜୀବନରେ ଆନନ୍ଦ ରହିବ।ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ : ଆଜି ଆପଣଙ୍କୁ ଏହା ଜାଣି ବହୁତ ଖରାପ ଅନୁଭବ ହେବଯେ ଯାହାକୁ ଆପଣ ନିଜ ସାଙ୍ଗ ଭାବୁଛନ୍ତି ସେ ଆପଣଙ୍କ ପିଠି ପଛରେ ଆପଣଙ୍କର ଖରାପ କରୁଛନ୍ତି । ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ । ବୈଚାରିକ ସ୍ତରରେ ବିଶାଲତା ଏବଂ ମଧୁରବାଣୀରେ ଆପଣ କାହାକୁ ମଧ୍ୟ ପ୍ରଭାବିତ କରିପାରିବେ। ବାଣୀର ମଧୁରତା ଆପଣଙ୍କୁ ନୂଆ ସମ୍ବନ୍ଧ ବନାଇବା ପାଇଁ ମଧ୍ୟ କାମ ଆସିବ। ଆର୍ଥିକ ଆୟୋଜନ ମଧ୍ୟ ଆଜି ଆପଣ ଭଲ ଭାବରେ କରିପାରିବେ। ଆଜିର ସମ୍ପୂର୍ଣ୍ଣ ଦିନ ଆନନ୍ଦରେ କଟିବ। ଚାକିରିରେ ସହକର୍ମିମାନଙ୍କ ସହାୟତା ମିଳିବ। ମଧ୍ୟାହ୍ନ ପରେ ରୋଗାକ୍ରାନ୍ତ ବ୍ୟକ୍ତିଙ୍କର ସ୍ଵାସ୍ଥ୍ୟରେ ସୁଧାର ହେବ। ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ।ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

Leave a Reply

Your email address will not be published. Required fields are marked *