19 ନଭେମ୍ବର 2019 ମଙ୍ଗଳବାର ରାଶିଫଳ : – ଏହି ସବୁ ରାଶିଙ୍କ ଉପରେ ହନୁମାନ ହେଲେ ପ୍ରସନ୍ନ , ହେବ ଭାଗ୍ୟ ପରିବର୍ତ୍ତନ

rasi-phala

ମେଷ : ଆଜି ଦିନରେ ପରିବାର ଲୋକମାନଙ୍କ ସହ ଖୁବ୍ ଝଗଡା ହେବାର ସମ୍ଭାବନା ଅଛି । ଏଥିପାଇଁ କଥାବାର୍ତ୍ତା ଆଗରୁ ଖୁବ୍ ସତର୍କ ରହନ୍ତୁ । ହୁଏତ କଥାବାର୍ତ୍ତା କଲାବେଳେ କୌଣସି କାରଣରୁ ଉତ୍ତେଜିତ ହେଇପାରନ୍ତି କିମ୍ବା କ୍ରୋଧାନ୍ନିତ ହେଇପାରନ୍ତି । ଆଜି ଦିନଟି ସନ୍ତୋଷଜନକ ଆଜିର କାର୍ଯ୍ୟାବଳୀ ମନରେ ଖୁସି ଭରି ଦେବ । ଅତୀତର ଧୈଯ୍ୟ ଏବଂ କଠିନ ପରିଶ୍ରମ ଫଳ ଉପଭୋଗ କରିବେ । କୌଣସି ଦ୍ୱିଧାବୋଧନ ନ କରି ସୁଫଳକୁ ବଂଧୁମାନଙ୍କ ସହିତ ମିଳି ଉପଭୋଗ କରନ୍ତୁ । ଆଜି ଆପଣ ଅତ୍ୟଧିକ ଭାବନାଶୀଳ ବନିବେ ଏବଂ ତା’ କାରଣରୁ ମାନସିକ ଅସୁସ୍ଥତାର ଅନୁଭବ କରିବେ। ମାତାଙ୍କ ସାଥିରେ ସମ୍ବନ୍ଧ ବିଗିଡ଼ିପାରେ ଅଥବା ମାତାଙ୍କର ସ୍ଵାସ୍ଥ୍ୟ ସମ୍ବନ୍ଧୀତ ଚିନ୍ତା ହେବ। ଯାତ୍ରା ପାଇଁ ବର୍ତ୍ତମାନ ସମୟ ଅନୁକୂଳ ନୁହେଁ ବିବାଦିତ ବିଷୟଗୁଡ଼ିକରୁ ଦୂରରେ ରୁହନ୍ତୁ।ପ୍ରତିକାର:- ଭୋକିଲା ଲୋକକୁ ନିରାଶ ନକରି ଅନ୍ନଦାନ କରନ୍ତୁ।

ବୃଷ : ବୃଥାରେ କୌଣସି କାଥାବାର୍ତ୍ତା କରନ୍ତୁ ନାହିଁ ବରଂ ସମ୍ପର୍କ ସଜବୁତ କରିବା ପାଇଁ ଚେଷ୍ଚା କରନ୍ତୁ । କୌଣସି ବ୍ୟକ୍ତି ସହ କଥାବାର୍ତ୍ତା ବେଳେସମାନ୍ୟ କଟୁ କଥା ନ କହିବା ପାଇଁ ଧ୍ୟାନ ଦିଅନ୍ତୁ । ଆଜି ପୂରା ଦିନ ଆପଣ ଖୁସି ମଜ୍ଜାରେ ମଜ୍ଜି ରହିବେ । ଆଜି ନିଜର ପରିବାର ଓ ବନ୍ଧୁମାନଙ୍କ ସହିତ କିଛି ସମୟ କାଟନ୍ତୁ । ଏଥିଯୋଗୁଁ ଆପଣ ନିଜେ ଖୁସି ହେବା ସହିତ ନିଜ ପରିବାରବର୍ଗଙ୍କୁ ମଧ୍ୟ ଖୁସି ମିଳିବ, ଏହି ଦିନ ଗୁଡ଼ିକରେ ଆପଣଙ୍କ ଜୀବନ ସାଥୀଙ୍କ ସହ ଆପଣଙ୍କ ସମ୍ପର୍କ ମଧୁର ଅଟେ । ଆଜିର ଦିନ ହାରାହାରି ଭଲ ରହିବ। କାର୍ଯ୍ୟରେ ସଫଳତା ମିଳିବ। ଭାଗ୍ୟ ସାଥି ଦେବ। ବିରୋଧିମାନଙ୍କର ପକ୍ଷ କମଜୋର ହେବ ଏବଂ ପ୍ରିୟ ବ୍ୟକ୍ତିମାନଙ୍କ ସହିତ ଆପଣଙ୍କ ସାକ୍ଷାତ ହେବ। ଭାଇ-ବନ୍ଧୁମାନଙ୍କର ବ୍ୟବହାର ଆଜି ଅଧିକ ସହଯୋଗପୂର୍ଣ୍ଣ ଏବଂ ପ୍ରେମପୂର୍ଣ୍ଣ ରହିବ।ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

ମିଥୁନ : ଆପଣ ଯେତେବେଳେ ନିଜର ସମ୍ପର୍କିୟ ଲୋକ ସହ ଆଳାପ ଆଲୋଚନା କରୁଛନ୍ତି ନିଜର ଭାଷା ପ୍ରତି ସଂଯତ କରନ୍ତୁ । କିଛି କହିବା ପୂର୍ବରୁ ବିଶେଷ ଧ୍ୟାନ ଦିଅନ୍ତୁ । କେବଳ ଆପଣଙ୍କର ସାବଧାନତା ହିଁ ଆପଣଙ୍କୁ ବିପଦରୁ ଦୂରେଇ ରଖିବେ । ବନ୍ଧୁମାନଙ୍କ ସହ ଆପଣଙ୍କର ଭ୍ରମଣ କରିବାର ଅଛି । ଏହା ଆପଣଙ୍କର ସହର ମଧ୍ୟରେ ଦୀର୍ଘରାସ୍ତା ଭ୍ରମଣ ହୋଇପାରେ । ଯାହା ହେଉ ପଛେ ଏହା ଏକ ସୁନ୍ଦର ସ୍ମରଣୀୟ ଭ୍ରମଣ ହିସାବରେ ଆପଣଙ୍କ ଜୀବନରେ ଛାପ ରହିବ । ପାରିବାରିକ ବାତାବରଣର କାରଣ ଆପଣ ଅସୁବିଧା ଅନୁଭବ କରିପାରନ୍ତି। ନିରର୍ଥକ ଧନ ଖର୍ଚ୍ଚ ହୋଇପାରେ। ବିଳମ୍ବରେ କାର୍ଯ୍ୟ ପୂର୍ଣ୍ଣ ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ଭୁଲ ବୁଝାବଣା ଟାଳିବାକୁ ପ୍ରୟାସ କରିବାକୁ ପଡ଼ିବ। ଦୂରରେ ରହୁଥିବା ମିତ୍ର ଏବଂ ସ୍ନେହୀଜନମାନଙ୍କଠାରୁ ଲାଭ ମିଳିପାରେ।ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ : ଆଜି ଆପଣଙ୍କ ପରିବାର ଲୋକମାନଙ୍କ ସହ ସାମାନ୍ୟ ଝଗଡା ହୋଇପାରେ ,ଯେଉଁଥିପାଇଁ ଆପଣଙ୍କ ମନର ଦୁଃଖ ଆସିବ ଆପଣ ହୁଏତ କିଛି ଭଲପାଇଁ ଉଦ୍ଦେଶ୍ୟ ଏ କାମ କରୁଛନ୍ତି । ଆଜି ଆପଣ ଏମିତି କାର୍ଯ୍ୟରେ ମନୋନିବେଶ କରିବେ ଯାହାକି ଆଧ୍ୟାତ୍ମିକ ସମ୍ପର୍କିତ । ଏହାଦ୍ୱାରା ଆପଣ ଖୁସି ଏବଂ ଆତ୍ମସନ୍ତୋଷ ଲାଭ କରିବେ । ଏହା ଦ୍ୱାରା ଆପଣ ସଠିକ ମାର୍ଗ ଦର୍ଶନ ପାଇପାରନ୍ତି ଏବଂ ଏହାର ପୁରାଲାଭ ଉଠାନ୍ତୁ । ଧାର୍ମିକ କାର୍ଯ୍ୟ ଏବଂ ପୂଜା-ପାଠରେ ରୁଚି ରହିବ। ଗୃହସ୍ଥଜୀବନରେ ଆନନ୍ଦ ଛାଇ ରହିବ। ମିତ୍ର ତଥା ବନ୍ଧୁମାନଙ୍କ ତରଫରୁ ଉପହାର ମିଳିପାରେ। ଶାରୀରିକ ଏବଂ ମାନସିକ ରୂପରେ ଆନନ୍ଦିତ ରହିବେ। ଚାକିରି ବ୍ୟବସାୟରେ ମଧ୍ୟ ଅନୁକୂଳ ପରିସ୍ଥିତି ରହିବ। ଦାମ୍ପତ୍ୟଜୀବନ ସୁଖଦ ରହିବ।ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ : ଆଜି ଆପଣ ସାରାଦିନ ସାଙ୍ଗମାନଙ୍କ ସହିତ କଟାଇବେ ଓ ବହୁତ ମଜା କରିବେ । ଏହି ସମୟରେ ଆପଣଙ୍କର ସମ୍ପର୍କ ଦୃଢ଼ ହେବା ସହିତ ଆପଣଙ୍କର ନିକଟତର ଲୋକ ଆପଣଙ୍କ ଖୁସିର କାରଣ ହେବେ । ଆଜିର ଦିନ ଆପଣ ବହୁତ ମଜା କରନ୍ତୁ । ଆଜି ଆପଣ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ । ହଠାତ୍ ଆପଣଙ୍କ ବନ୍ଧୁ ଆପଣଙ୍କୁ ସାକ୍ଷାତ କରିବାପାଇଁ ଆପଣଙ୍କ ଘରକୁ ଆସି ପାରନ୍ତି । ତାଙ୍କ ସାଥିରେ ଖୁସି ମଉଜ କରନ୍ତୁ । କିନ୍ତୁ ଆଜି ଆପଣ ନିଜ କାର୍ଯ୍ୟ ପ୍ରତି ମଧ୍ୟ ଧ୍ୟାନ ଦିଅନ୍ତୁ । ଆପଣ ଆନନ୍ଦିତ ଅନୁଭବ କରିବେ। ପରିଜନମାନଙ୍କ ସହିତ ପାରିବାରିକ ପ୍ରଶ୍ନର ଚର୍ଚ୍ଚାର ଆୟୋଜନ ହୋଇପାରେ। ଆଜି ଭାଗ୍ୟବୃଦ୍ଧିର ଯୋଗ ଅଛି। ମହିଳାମାନଙ୍କ ପଛରେ ଧନ ବ୍ୟୟ ହୋଇପାରେ। ଜମି, ବାସଗୃହ, ବାହନ ଆଦିର ସଉଦା ସମ୍ଭାଳି କରି କରନ୍ତୁ।ପ୍ରତିକାର:- ମସୁର ଡାଲି ମନ୍ଦିରରେ ଦାନ କରନ୍ତୁ।

କନ୍ୟା : ଆଜି ବହୁତ ଖୁସିରେ ରହିବେ,କାରଣ ଆପଣଙ୍କ ସମସ୍ୟାର ସମାଧାନ ପାଇଛନ୍ତି ବହୁଦିନ ଧରି ଅନେକ ଅସୁବିଧାରେ ସମୁଖୀନ ହୋଇଆସୁଥିଲେ । ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନଶୁଣି ,ନିଜର ହୃଦୟ କଥା ଶୁଣନ୍ତୁ ।ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ ।ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ । ଆଜି ଆପଣଙ୍କ ଉପରେ ମା’ ଲକ୍ଷ୍ମୀଙ୍କର କୃପାଦୃଷ୍ଟି ରହିବ। ଜୀବନରେ ପ୍ରେମ ଏବଂ ଆନନ୍ଦ ବଢ଼ିବ। ସାମାଜରେ ଆପଣଙ୍କୁ ଯଶ-କୀର୍ତ୍ତି ମିଳିବ। ବ୍ୟାପାରରେ ଲାଭ ହେବ। ପର୍ଯ୍ୟଟନର ଆୟୋଜନ ଆପଣ କରିବେ। ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦେବାର ଆବଶ୍ୟକତା ଅଛି।ପ୍ରତିକାର:- ବୃଦ୍ଧାଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ।

ତୁଳା : ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ । ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ । ଆଜି ଆପଣଙ୍କ ମନ ଶାନ୍ତ ରହିବ ଏବଂ ସ୍ଵାସ୍ଥ୍ୟ ଉତ୍ତମ ରହିବ। ପାରିବାରିକ ଜୀବନରେ ସୁଖ-ଶାନ୍ତି ଅନୁଭବ କରିବେ। ବ୍ୟାବସାୟରେ ଆପଣଙ୍କୁ ଯଶ ମିଳିବ। ଆପଣଙ୍କ କାର୍ଯ୍ୟ ପ୍ରତ୍ୟେକଙ୍କ ତରଫରୁ ପ୍ରଶଂସା ହେବ। ସାମାଜିକ କ୍ଷେତ୍ରରେ ଆପଣଙ୍କ ପ୍ରତିଷ୍ଠାରେ ବୃଦ୍ଧି ହେବ।ପ୍ରତିକାର:- ଗୁଡ଼ ଓ ଗହମ ପିଲାଙ୍କୁ ବାଣ୍ଟନ୍ତୁ।

ବିଚ୍ଛା : ସଂଦ୍ଧ୍ୟାରେ ଆପଣଙ୍କର କୌଣସି ମାନସିକ ସମାରୋହକୁ ଯିବାର ସଙ୍କେତ ଅଛି । ଆପଣ କାହାରି ଭୋଜିରେ ମଧ୍ୟ ଯାଇ ପାରନ୍ତି କିମ୍ବା ବନ୍ଧୁଙ୍କ ଘରେ ହେଉଥିବା ସମାରୋହରେ ଭାଗନେଇ ପାରନ୍ତି । ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲ । ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା । ଶାରୀରିକ ଏବଂ ମାନସିକ ରୂପରେ ବ୍ୟଗ୍ରତା ଅନୁଭବ ହୋଇପାରେ। ଅଯଥା ଧନର ବ୍ୟୟ ନ ହେଉ, ଏହାର ଧ୍ୟାନ ରଖିବେ। ପରନ୍ତୁ ମଧ୍ୟାହ୍ନ ପରେ ମିତ୍ରମାନଙ୍କ ସହିତ ଭେଟ ହେବ ଏହାଦ୍ୱାରା ଆପଣ ପ୍ରସନ୍ନ ହେବେ। ଆର୍ଥିକ ଲାଭ ହେବ। ଭାଇ-ବନ୍ଧୁମାନଙ୍କ ସହିତ ପ୍ରେମ ବଢ଼ିବ। ଭାଗ୍ୟବୃଦ୍ଧିର ପ୍ରସଙ୍ଗ ବନିବ।ପ୍ରତିକାର– ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ଧନୁ : ଆଜି ଆପଣ କୌଣସି ଏକ ସାମାଜିକ ସମାରୋହର ଭାଗ ନେବେ । ଏହି ସମାରୋହର ଆପଣଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ହୋଇପାରେ । ଏହି ସମାରୋହରେ ଯିବା ଦ୍ୱାରା ଆପଣଙ୍କୁ ବହୁତ ଖୁସି ଲାଗିବ । ଆପଣଙ୍କର କୌଣସି ପ୍ରିୟଜନ ଆପଣଙ୍କ ପାଇଁ ଶୁଭ ସମାଚ଼ାର ଆଣିବେ ଏବଂ ଆପଣ ସେଥିପାଇଁ ଗର୍ବ ଅନୁଭବ କରିବେ । ଏହି ସମୟ ଖୁସିର ଉତ୍ସବ କଟାଇବାର ଅଟେ । ସେମାନଙ୍କୁ କୌଣସି ଉପହାର, ଭଲ ନମ୍ବର ନ ହେଲେ ବହୁତ ପ୍ରଂଶସା ମିଳିପାରେ । ଦିନ ଆନନ୍ଦରେ କଟିବ। ଆଜିର ଦିନ ଶାରୀରିକ ଏବଂ ମାନସିକ ସୁଖ ଲାଭ ହେବ। ମିତ୍ରମାନଙ୍କସହିତ ଭେଟ ହେବ। ସ୍ଵାସ୍ଥ୍ୟ ଭଲ ରହିବ। ଅଚାନକ ଧନ ଲାଭ ହୋଇପାରେ। ଭାଗ୍ୟ ଆପଣଙ୍କ ସାଥି ଦେବ। ମଧ୍ୟାହ୍ନ ପରେ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ।ପ୍ରତିକାର: କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର : ଆଜି ସଂଦ୍ଧ୍ୟାରେ ହୋଇଥିବା ସମାରୋହ ଏକ ମହତ୍ତ୍ୱପୂର୍ଣ୍ଣ ପୂରା କରିବ । ବୋଧହୁଏ ଯେ କୌଣସି ମହତ୍ତ୍ୱପୂର୍ଣ୍ଣ ଚ଼ୁକ୍ତି ହେଇପାରେ କିମ୍ବା କୌଣସି ପରିଯୋଜନାକୁ ଶେଷ ରୂପେ ମିଳିପାରେ । ଆଜି ଆପଣଙ୍କ ବନ୍ଧୁମାନେ ଆପଣଙ୍କୁ ଖୁବ୍ ପ୍ରଶଂସା କରିବେ । ଆପଣ ସହକର୍ମୀମାନେ ମଧ୍ୟ ଆପଣଙ୍କ ପ୍ରଶଂସା ଗାଇବେ । ଆପଣ ଜଣେ ବନ୍ଧୁମାନ ବ୍ୟକ୍ତି । ଯଦି ଆପଣଙ୍କୁ ବନ୍ଧୁମାନେ ଉପଦେଶ ମାଗନ୍ତି ,ତେବେ ଆପଣ ତାଙ୍କୁ ନିରାଶ କରନ୍ତୁ ନାହିଁ । କାହାକୁ ଅର୍ଥର ଦେବା-ନେବାରେ ଦାୟିତ୍ୱହୀନତାରୁ ବଞ୍ଚନ୍ତୁ। ସ୍ଵାସ୍ଥ୍ୟ ପ୍ରତି ସତର୍କ ରୁହନ୍ତୁ। ମଧ୍ୟାହ୍ନ ପରେ ସମୟ ଆପଣଙ୍କପାଇଁ ଅନୁକୂଳ ରହିବ। ଆପଣ ନୂଆ କାର୍ଯ୍ୟର ପ୍ରାରମ୍ଭ କରି ପାରିବେ। ଆର୍ଥିକ ଲାଭ ହେବ। ମାନ-ସମ୍ମାନରେ ବୃଦ୍ଧି ହେବ। ପ୍ରମୋସନର ଯୋଗ ଅଛି।ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

କୁମ୍ଭ : ଆଜି ଆପଣଙ୍କ ମନ ବନ୍ଧୁମାନଙ୍କ ସହ ମଜ୍ଜା କରିବାକୁ ଚ଼ାହୁଁଛି । ଆଜିକାଲି ଆପଣଙ୍କ ସମ୍ପର୍କ ସୁଧାରିବାରେ ଲାଗିଛନ୍ତି ଯେଉଁଥି ପାଇଁ ଆପଣ ଖୁସି ଅଛନ୍ତି । ଆଜି ଆପଣ ଯେତେ ଅଧିକ ସମୟ ପାରିବେ ଆପଣଙ୍କ ପରିବାରଙ୍କ ସହ କଟାନ୍ତୁ । ଏହି କ୍ଷେତ୍ରରେ ଆପଣ ବଢ଼ାଇଥିବା ପାଦ କେବଳ ଆପଣଙ୍କ ମାନସିକ ଯୋଗ୍ୟତା ନୁହେଁ ଆପଣଙ୍କ ବ୍ୟବସାୟିକ ଦିଗରେ ମଧ୍ୟ ବହୁତ ଲାଭଦାୟକ ହେବ । ଆଜି ଆପଣଙ୍କୁ କିଛି ନୂଆ ଶିଖିବାର ଆଗ୍ରହ ଆପଣଙ୍କୁ ବ୍ୟସ୍ତ କରେଇଦେବ । ପରିଜନମାନଙ୍କ ସହିତ ବାଦ-ବିବାଦ ନ ହେଉ, ଏହାର ଧ୍ୟାନ ରଖିବେ, ଅନ୍ୟଥା ଅସୁବିଧା ହୋଇପାରେ। ସ୍ଵାସ୍ଥ୍ୟ ଖରାପ ରହିବ, ଥଣ୍ଡା, କଫ, ଜ୍ୱରର ସମସ୍ୟା ହୋଇପାରେ। ନିରର୍ଥକ ଆର୍ଥିକ ଖର୍ଚ୍ଚରୁ ବଞ୍ଚନ୍ତୁ। ଯାତ୍ରା କିମ୍ବା ପର୍ଯ୍ୟଟନକୁ ଟାଳିବାକୁ ଚେଷ୍ଟାକଲେ ଭଲ ହେବ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଭଲ ରହିବ।ପ୍ରତିକାର– ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ : କୌଣସି ଆତ୍ମୀୟଙ୍କ ସହ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଆଜି ନିଜ ତରଫରୁ ନିଜ ସମ୍ପର୍କକୁ ସୁଧାରିବାକୁ ଚ଼େଷ୍ଟା କରନ୍ତୁ । ନିଜ ଉପରେ ନିୟନ୍ତ୍ରଣ ରଖି ଏହାର ଆରମ୍ଭ କରନ୍ତୁ । ସଠିକ୍ ସମୀକ୍ଷା ଦ୍ୱାରା ଆପଣଙ୍କୁ ସହାଯ୍ୟ ମିଳିବ । ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି । ଆଜିର ଦିନ ଆପଣଙ୍କ ପାଇଁ ଶୁଭ ଅଟେ। ଧାର୍ମିକ ଯାତ୍ରା କରିପାରନ୍ତି। ବିବିଧ କ୍ଷେତ୍ରରୁ ଲାଭ ହେବ। ଅଧିକାରୀମାନଙ୍କ ତରଫରୁ ପ୍ରୋତ୍ସାହନ ମିଳିପାରେ। ପ୍ରତିଷ୍ଠା ବଢ଼ିବ। ମିତ୍ରମାନଙ୍କ ସହିତ ସାକ୍ଷାତକରି ହେବ। ସ୍ଵାସ୍ଥ୍ୟରେ ଅନୁକୂଳତା ରହିବ।ପ୍ରତିକାର: ରୁଟି ଓ ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ।

Leave a Reply

Your email address will not be published. Required fields are marked *