2 ନଭେମ୍ବର 2019- ଆଜିର ରାଶିଫଳ , ଏହି ସବୁ ରାଶିଙ୍କ ଉପରେ ଆଜି ଶନି ଦେବ ହେଲେ ପ୍ରସନ୍ନ

rasi-phala

ମେଷ : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।  ଆଜି ଆପଣ ଆପଣଙ୍କ ପାଖରେ ପ୍ରତ୍ୟେକ କାର୍ଯ୍ୟକୁ ଆତ୍ମ ବିଶ୍ଵାସ ପୂର୍ବକ ଠିକ ଭାବରେ ସଂପନ୍ନ କରିପାରିବେ। ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ। ପୈତୃକ ସଂପତ୍ତି ଲାଭ ହେବ। ବାହନ, ବସଗୃହ ଆଦି ପତ୍ର ସମ୍ବନ୍ଧିତ କାର୍ଯ୍ୟରେ ସାବଧାନ ପୂର୍ବକ ଆଗକୁ ବଢ଼ିବେ। ଆପଣଙ୍କ ବୈଚାରିକ ସମୃଦ୍ଧିରେ ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ଅଧିକ ପରିଶ୍ରମ କରିବା ଉପରେ ମଧ୍ୟ ସଫଳତା କମ ମିଳିବାର ଆଶଙ୍କା ଅଛି। ଚିନ୍ତିତ ନ ହୋଇ ନିଜର ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ରଖିବେ।ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ବୃଷ : ଆଜିର ଦିନ ଧ୍ୟାନରେ ଚାଲିବାକୁ ପଡ଼ିବ। ମାନସିକରୁପରେ ଚିନ୍ତା ରହିବ। ଶାରୀରିକରୁପରେ କିଛି ଅସୁସ୍ଥତା ଅନୁଭବ ହେବ। ପରିବାରଜନମାନଙ୍କ ସହିତ କୌଣସି କଥା ଉପରେ କ୍ରୋଧ ହୋଇପାରେ। ଏପରି ସମୟରେ ନିୟନ୍ତ୍ରଣ ରଖିବାକୁ ଉପଦେଶ। ଧନ-କୀର୍ତ୍ତିର ହାନି ହେବ। ସନ୍ତାନମାନଙ୍କ ବିଷୟରେ ଚିନ୍ତା ରହିବ। ବୌଦ୍ଧିକ ଚର୍ଚ୍ଚାରୁ ଦୂରରେ ରହିବେ। ଧନ ସମ୍ବନ୍ଧିତ ଆୟୋଜନ ପାଇଁ ସମୟ ଅନୁକୂଳ ଅଟେ

ମିଥୁନ : ଆପଣଙ୍କୁ ଲାଭ ଏବଂ ଭାଗ୍ୟବୃଦ୍ଧିର ଯୋଗ ଅଛି। ବନ୍ଧୁ-ସ୍ଵଜନମାନଙ୍କଠାରୁ ଲାଭ ହେବ। ସମ୍ବନ୍ଧରେ ପ୍ରେମ ଏବଂ ସମ୍ମାନର ପ୍ରଧାନତା ରହିବ। ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ଚିନ୍ତା ରହିବ ଯାହାଫଳରେ ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ବିଗିଡ଼ି ପାରେ। ନିଜର ବନ୍ଧୁମାନଙ୍କ ସହିତ ମନଦୁଃଖର କୌଣସି ପ୍ରସଙ୍ଗ ବନିବ। ମାତାଙ୍କର ସ୍ଵାସ୍ଥ୍ୟ ବିଗିଡ଼ିବାର ସମ୍ଭାବନା ଅଧିକ ଅଛି। ଜଳାଶୟରୁ ସମ୍ଭାଳିକରି ଚାଲିବେ।

କର୍କଟ : ପ୍ରତିକୂଳତାରେ ମଧ୍ୟ ଆପଣ ପରିଶ୍ରମପୂର୍ବକ କାର୍ଯ୍ୟ କରିବେ ତେବେ ଅଗ୍ରଗାମୀ ହେବାପାଇଁ ସୁଯୋଗ ମିଳିବ। ସ୍ୱାସ୍ଥ୍ୟରେ ବିଶେଷକରି ପେଟର ବ୍ୟାଧିରେ ସମସ୍ୟା ହେବ। ବିଦ୍ୟାର୍ଥିମାନଙ୍କ ପାଇଁ ବିଦ୍ୟାଭ୍ୟାସରେ ସଫଳତା ମିଳିବ, ପରନ୍ତୁ ମଧ୍ୟାହ୍ନ ପରେ ପରିସ୍ଥିତି ଅଧିକ ଅନୁକୂଳ ହେବ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ମାନସିକ ରୂପରେ ମଧ୍ୟ ଆପଣ ସୁସ୍ଥ ରହିବେ। କାର୍ଯ୍ୟାଳୟରେ ସହକାରପୂର୍ଣ୍ଣ ବାତାବରଣ ରହିବ। ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ପ୍ରାପ୍ତ ହେବ।

ସିଂହ : ନୂଆ କାର୍ଯ୍ୟ କରିବାପାଇଁ ଉପଦେଶ। ଗୂଢ ବିଦ୍ୟା ତଥା ରହସ୍ୟମୟ ବିଷଗୁଡ଼ିକୁ ବୁଝିବା ପାଇଁ ଆଜି ଆପଣ ପ୍ରଯତ୍ନ ହୁଅନ୍ତୁ। ନିଜର ବାଣୀ ଏବଂ ବ୍ୟବହାରକୁ ନିୟନ୍ତ୍ରିତ ରଖିବା ଆପଣଙ୍କ ପାଇଁ ହିତକର ଅଟେ। ମଧ୍ୟାହ୍ନ ପରେ ନୂଆ କାର୍ଯ୍ୟର ପ୍ରାରମ୍ଭ କରିପାରନ୍ତି। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ବ୍ୟବସାୟ ସ୍ଥଳ ଉପରେ ସମ୍ଭାଳିକରି ଚାଲିବେ। ସହକର୍ମଚାରୀମାନଙ୍କର ସହକାର ଆପଣଙ୍କୁ ମିଳିବ। ସନ୍ତାନମାନଙ୍କର ବିଷୟରେ ଦ୍ୱନ୍ଦ୍ୱରେ ରହିବେ।

କନ୍ୟା : ।ଦିନର ପ୍ରାରମ୍ଭ ଆଜି ଆନନ୍ଦପ୍ରମୋଦ ଏବଂ ମିତ୍ରମାନଙ୍କ ଭେଟ ହେବ। ଅନ୍ୟ ବ୍ୟକ୍ତି ମଧ୍ୟ ଆଜି ଆପଣଙ୍କ ଜୀବନରେ ଆସି ପାରନ୍ତି। ପର୍ଯ୍ୟଟନ କିମ୍ବା ଯାତ୍ରାର ଆୟୋଜନ ହୋଇପାରେ। ପରନ୍ତୁ ମଧ୍ୟାହ୍ନ ପରେ ସାବଧାନ ରହିବାକୁ ଉପଦେଶ। ଆଜି ନିଜର ଭାଷାର ଦୁରୁପଯୋଗ ନ ହେଉ ଏହାର ଧ୍ୟାନ ରଖିବେ, ନହେଲେ ବିବାଦ ହେବ। ହିତଶତ୍ରୁମାନଙ୍କ ସହିତ ସାବଧାନ ରହିବେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ଆଧ୍ୟାତ୍ମିକ ବିଷୟଗୁଡ଼ିକରେ ଗଭୀର ମନ ବଢ଼ିବ।

ତୁଳା : ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି । ଆପଣଙ୍କୁ କେହି ସାମାଜିକ କାମ ପାଇଁ ସାହାଯ୍ୟ ମାଗିଲେ ଆପଣ ତାହା ଅବଶ୍ୟ କରନ୍ତୁ । ଏଥିରୁ ଆପଣଙ୍କୁ ସନ୍ତୁଷ୍ଟି ମିଳିବା ସହିତ ସେମାନଙ୍କୁ ସାହାଯ୍ୟ ମଧ୍ୟ ମିଳିଯିବ । ଆଗକୁ ବଢ଼ନ୍ତୁ ଏବଂ ଏହି ଅନୁଭବର ମଜ୍ଜା ନିଅନ୍ତୁ । ଆପଣଙ୍କପାଇଁ ଆଜିର ଦିନ ମଧ୍ୟମ ଫଳଦାୟୀ ଅଟେ। ଆପଣଙ୍କୁ ଶାରୀରିକ ତଥା ମାନସିକରୂପରେ ଫୂର୍ତ୍ତି ଏବଂ ଆନନ୍ଦ ଅନୁଭବ ହେବ। ଆପଣଙ୍କ କଳାତ୍ମକ ଶକ୍ତିରେ ବୃଦ୍ଧି ହୋଇପାରେ। କାର୍ଯ୍ୟ ଉତ୍ସାହରସହ କରିବେ। କିନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ମାନସିକ ରୂପରେ କିଛି ଚିନ୍ତିତ ହୋଇପାରନ୍ତି। ଆବଶ୍ୟକ ନିର୍ଣ୍ଣୟ ଏହି ସମୟରେ ନ ନେବାପାଇଁ ଉପଦେଶ।ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା : ଆଜି ଦିନରେ ଆପଣ ବିଦେଶରୁ କୌଣସି ଖୁସିଖବର ପାଇ ପାରନ୍ତି । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ହୁଏତ ଆପଣଙ୍କୁ ଭୂଲ ବୁଝିପାରନ୍ତି । ସାବଧାନ ରୁହନ୍ତୁ ଏବଂ ଠିକ୍ ଭାବରେ ନିଜର କଥା ସେମାନଙ୍କୁ ବୁଝାଇବାକୁ ଚ଼େଷ୍ଟାକରନ୍ତୁ । କଳିକଜିଆରୁ ଭବିଷ୍ୟତରେ ଅସୁବିଧ ହିଁ ହେବ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ । ଆପଣଙ୍କ ଆଜିର ଦିନ ମିଶ୍ରିତ ଫଳଦାୟୀ ଅଟେ। ସ୍ଵାସ୍ଥ୍ୟକୁ ନେଇ ସତର୍କତା ଅବଲମ୍ବନ କରନ୍ତୁ। କୌଣସି ଭାବରେ ଯୁକ୍ତି କିମ୍ବା ଝଗଡ଼ାରୁ ଦୂରରେ ରୁହନ୍ତୁ। ମଧ୍ୟାହ୍ନ ପରେ ଉତ୍ସାହ ଅନୁଭବ ହେବ। ପରିବାରରେ ମଧ୍ୟ ପ୍ରେମପୂର୍ଣ୍ଣ ମାହୌଲ ରହିବ। ଆର୍ଥିକ ଲାଭର ସମ୍ଭାବନା ଅଛି। ଅସୁବିଧା ବାଧାବିଘ୍ନ ଆସିବ, ଘବରାନ୍ତୁ ନାହିଁ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ : ଆପଣତ ସେ କଳିକଜିଆର ଭାଗିଦାର ନୁହଁନ୍ତି କିନ୍ତୁ ସମାଧାନ କରିବା ପାଇଁ ଆପଣଙ୍କୁ ସାକ୍ଷୀ ରୂପରେ ଡ଼କା ଯାଇ ପାରେ, ଆପଣ କାହା ପକ୍ଷରେ ନ ଯାଇ ସତ୍ୟ ସାଙ୍ଗରେ ରହିବେ, ଏଥିରୁ ଆପଣଙ୍କ ସହକର୍ମୀ ଆପଣଙ୍କ ଠାରୁ ବହୁତ ପ୍ରଭାବିତ ହେବେ । ଆଜି ଆପଣଙ୍କପାଇଁ ବ୍ୟବସାୟ କ୍ଷେତ୍ରରେ ଲାଭଦାୟୀ ସମୟ ଅଟେ। ମହିଳା ବର୍ଗଙ୍କଠାରୁ ଲାଭ ହେବାର ମଧ୍ୟ ଯୋଗ ଅଛି। ମାନସିକ ତଥା ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ମଧ୍ୟାହ୍ନ ପରେ କୌଣସି ଚିନ୍ତା ଆସିପାରେ, ଏଥିରେ ନିଜ ଉପରେ ହାବି ନ ହେବାକୁ ଦିଅନ୍ତୁ ନାହିଁ ଏବଂ ବ୍ୟବହାର ଉପରେ ନିୟନ୍ତ୍ରଣ ରଖିବେ। ବାଣୀ ଉପରେ ନିୟନ୍ତ୍ରଣ ରଖିବା ଜରୁରୀ ଅଟେ, ନହେଲେ କାର୍ଯ୍ୟ ଅଧୂରା ରହିପାରେ। ଖର୍ଚ୍ଚ ବଢ଼ିପାରେ ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ପ୍ରତିକାର : ବୃଦ୍ଧ ବୃଦ୍ଧାଙ୍କର ସେବା କରନ୍ତୁ।

ମକର : ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ । ଆଜି ଆପଣ ନିଜ କଳାକୁ ଚ଼ିହ୍ନି ପାରିବେ ନିଜର ସବୁ ଦିନିଆ ଦିନଚ଼ର୍ଚ୍ଚାରେ କିଛି ପରିବର୍ତ୍ତନ ଆଣନ୍ତୁ । ଛୋଟ ଛୋଟ କଥାରେବି ଆପଣଙ୍କର ନିଜର ତିକ୍ଷଣ ବୁଦ୍ଧି ପାଇଁ ପ୍ରଶଂସା ମିଳିବ । ଆଜି ଆପଣ ମାନସିକ ରୂପରେ ହାଲୁକାପଣ ଅନୁଭବ କରିବେ। ଆନନ୍ଦ ଏବଂ ଉତ୍ସାହରେ ମଧ୍ୟ ବୃଦ୍ଧି ହେବ। କୌଟୁମ୍ବିକ ତଥା ଆର୍ଥିକ ବିଷୟଗୁଡ଼ିକ ଉପରେ ଆପଣ ଅଧିକ ଧ୍ୟାନ ଦେବେ। ଆପଣ କୌଣସି ମଧ୍ୟ କାର୍ଯ୍ୟ ଦୃଢ଼ ମନୋବଳ ଏବଂ ଆତ୍ମବିଶ୍ଵାସର ସହିତ କରିପାରିବେ। ପିତୃପକ୍ଷରୁ ଲାଭ ହେବାର ମଧ୍ୟ ସମ୍ଭାବନା ଅଛି। ପରନ୍ତୁ ଜମି ସମ୍ପତ୍ତି ଆଦି ବିଷୟଗୁଡ଼ିକରେ ସାବଧାନ ରହିବେ। ସନ୍ତାନମାନଙ୍କ ପଛରେ ଖର୍ଚ୍ଚ କରିବେ।ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ : ଆଜି ଆପଣଙ୍କୁ ଏଇଟା ଶିଖିବା ଆବଶ୍ୟକ ଅଟେ କି ଆପଣ ଅନ୍ୟମାନଙ୍କ ସାମନାରେ ନିଜକୁ କିପରି ଭଲ ଭାବରେ ଅଭିବ୍ୟକ୍ତ କରିବାକୁ ପଡ଼ିବ କାରଣ ଅନ୍ୟ ଲୋକ ସେଇଟା ବୁଝିବେ ଯେଉଁଟାକି ଆପଣ ତାଙ୍କୁ ବୁଝାଇବା କୁ ଚ଼ାହୁଁଛନ୍ତି । ଏହି ସମୟଟି ଘର ପ୍ରତି ଧ୍ୟାନ ଦେବାର ଅଛି । ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ । ଆଜିର ଦିନ ଆନନ୍ଦପୂର୍ବକ କଟିବ। ବ୍ୟବସାୟ ଏବଂ ବ୍ୟାପାର କରୁଥିବା ଲୋକଙ୍କ ପାଇଁ ଆଜିର ଦିନ ଲାଭଦାୟୀ ଅଟେ। ବ୍ୟାପାରରେ ବୃଦ୍ଧି ହେବ। ପରିଜନମାନଙ୍କ ତଥା ମିତ୍ରମାନଙ୍କ ସହିତ ଆନନ୍ଦପୂର୍ବକ ସମୟ କଟାଇବେ। ମହିଳାବର୍ଗଙ୍କଠାରୁ ଲାଭ ହେବାର ମଧ୍ୟ ସମ୍ଭାବନା ଅଛି। ସନ୍ତାନମାନଙ୍କ ତରଫରୁ ମଧ୍ୟ ଲାଭ ମିଳିବ। ଛୋଟ ଯାତ୍ରା ପାଇଁ ପରିସ୍ଥିତି ଅନୁକୂଳ ହେବ। ଦାମ୍ପତ୍ୟଜୀବନରେ ଆନନ୍ଦ ରହିବ।ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ : ଆଜି ଆପଣଙ୍କୁ ଏହା ଜାଣି ବହୁତ ଖରାପ ଅନୁଭବ ହେବଯେ ଯାହାକୁ ଆପଣ ନିଜ ସାଙ୍ଗ ଭାବୁଛନ୍ତି ସେ ଆପଣଙ୍କ ପିଠି ପଛରେ ଆପଣଙ୍କର ଖରାପ କରୁଛନ୍ତି । ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ । ବୈଚାରିକ ସ୍ତରରେ ବିଶାଲତା ଏବଂ ମଧୁରବାଣୀରେ ଆପଣ କାହାକୁ ମଧ୍ୟ ପ୍ରଭାବିତ କରିପାରିବେ। ବାଣୀର ମଧୁରତା ଆପଣଙ୍କୁ ନୂଆ ସମ୍ବନ୍ଧ ବନାଇବା ପାଇଁ ମଧ୍ୟ କାମ ଆସିବ। ଆର୍ଥିକ ଆୟୋଜନ ମଧ୍ୟ ଆଜି ଆପଣ ଭଲ ଭାବରେ କରିପାରିବେ। ଆଜିର ସମ୍ପୂର୍ଣ୍ଣ ଦିନ ଆନନ୍ଦରେ କଟିବ। ଚାକିରିରେ ସହକର୍ମିମାନଙ୍କ ସହାୟତା ମିଳିବ। ମଧ୍ୟାହ୍ନ ପରେ ରୋଗାକ୍ରାନ୍ତ ବ୍ୟକ୍ତିଙ୍କର ସ୍ଵାସ୍ଥ୍ୟରେ ସୁଧାର ହେବ। ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ।ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

Leave a Reply

Your email address will not be published. Required fields are marked *