13 ଡିସେମ୍ବର 2019 : ଶୁକ୍ରବାର ରାଶିଫଳ – ଏହି ସବୁ ରାଶିଙ୍କ ଜୀବନରେ କାଲିଠୁ ଆସିବ ଖୁସି ଖବର

rasi-phala

ମେଷ : ଆଜି ଆପଣ ନିଜ ଘରର ସାଜସଜ୍ଜାକୁ ଗୋଟିଏ ନୂଆରୂପ ଦେବାକୁ ଚ଼ାହିଁବେ । ଏଥିରୁ ଆପଣ ନିଜ ଜୀବନରେ ମଧ୍ୟ ନୂଆ ଭାବନା ଅନୁଭବ କରିବେ, ଘରେ କରାଯାଇଥିବା ଏହି ପରିବର୍ତ୍ତନ ଆପଣଙ୍କର ନିଜ ଭିତରେ ଥିବା ପରିବର୍ତ୍ତନ କୁ ହିଁ ଦର୍ଶାଇବ । ଆଜି ଆପଣଙ୍କ ପାଖରେ ପ୍ରତ୍ୟେକ କାର୍ଯ୍ୟ ନିର୍ଵିଘ୍ନରେ ସମ୍ପୂର୍ଣ୍ଣ ହେବ, ଯେଉଁଥିରେ ଆପଣ ଖୁସି ହେବେ। ଚାକିରି ଏବଂ ବ୍ୟବସାୟରେ ସ୍ଥିତି ଆପଣଙ୍କର ଅନୁକୂଳ ରହିବ ଏବଂ କାର୍ଯ୍ୟରେ ସଫଳତା ମିଳିବ। ବୃଦ୍ଧ ତଥା ବରିଷ୍ଠ ନାଗରୀକମାନଙ୍କ ଏବଂ ଉଚ୍ଚ ପଦାଧିକାରିମାନଙ୍କର କୃପା ଦୃଷ୍ଟି ରହିବା କାରଣରୁ ଆପଣ ମାନସିକ ରୂପରେ କୌଣସି ପ୍ରକାରର ବୋଝ ମୁକ୍ତ ହେବେ। ଗୃହସ୍ଥ ଜୀବନରେ ଆନନ୍ଦ ରହିବ। ଧନ ପ୍ରାପ୍ତି ଏବଂ ପ୍ରମୋଶନର ଯୋଗ ଅଛି।

ବୃଷ : ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କହିପାରୁନାହାନ୍ତି । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ । ଚାକିରିପେଶା ବର୍ଗଙ୍କ ପାଇଁ ଆଜି ଲାଭର ଦିନ ଅଟେ। ଆର୍ଥିକ ଲାଭର ସମ୍ଭାବନା ଅଛି। ଘରେ ଆନନ୍ଦର ବାତାବରଣ ରହିବ। ନୌକର ଏବଂ ସହକର୍ମିମାନଙ୍କ ସମ୍ପୂର୍ଣ୍ଣ ସାଥି ମିଳିବ। କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ବିରୋଧୀ ଏବଂ ଶତ୍ରୁ ନିଜର ଚାଲରେ ନାକାମ ହେବେ। ମହିଳା ମିତ୍ରମାନଙ୍କ ସହିତ ସାକ୍ଷାତ କରିବେ। ଭଗବାନଙ୍କର ଆଶୀର୍ବାଦ ଆପଣଙ୍କ ସାଥିରେ ଅଛି।ପ୍ରତିକାର– ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମିଥୁନ : ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି ।  ସ୍ଵଭାବରେ ଭାବୁକତା ଅଧିକ ହେବାରୁ ମାନସିକ ଚିନ୍ତା ରହିବ। ଆର୍ଥିକ ବିଷୟଗୁଡ଼ିକର ଆୟୋଜନ ହେବ। ମାତାଙ୍କର ତରଫରୁ ଅଧିକ ପ୍ରେମ ଏବଂ ଭାବନାର ଅନୁଭବ ହେବ। ମହିଳାମାନଙ୍କର ଧନ ସୌନ୍ଧର୍ଯ୍ୟ ପ୍ରଶାଧନ, ବସ୍ତ୍ର କିମ୍ବା ଆଭୂଷଣର କ୍ରୟ ପଛରେ ଖର୍ଚ୍ଚ ହେବ। ବିଦ୍ୟାର୍ଥିମାନଙ୍କପାଇଁ ପାଠପଢ଼ାରେ ସଫଳତା ମିଳିବ। ସ୍ଵଭାବରେ ପରିବର୍ତ୍ତନ ଆସିବ। ସାର୍ବଜନିକ ରୂପରେ ମାନହାନି ନ ହେଉ ଏହାର ଧ୍ୟାନ ରଖିବେ।ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।ପ୍ରତିକାର:-ଗଙ୍ଗାଜଳ

କର୍କଟ – ଘରେ ଲାଗିରହିଥିବା ଅଶାନ୍ତି ଯୋଗୁଁ ଆପଣ ଚ଼ିନ୍ତିତ ହୋଇପାରନ୍ତି । ଯଦିଓ ଘରର ଅଶାନ୍ତିର କାରଣ ଆପଣ ନୁହଁନ୍ତି ତଥାପି ମାନସିକ ଶାନ୍ତି ପାଇଁ ନିଜର ଭାବନାକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ସମୟ ଆପଣଙ୍କର ଯୋଗୀ ପରୀକ୍ଷାରେ ଭାଗ ନେବାର ଉପଯୁକ୍ତ ସମୟ । ଆପଣ ନିଶ୍ଚୟ ସଫଳ ହେବେ । ଏହି ପରୀକ୍ଷାରେ ଆତ୍ମବିଶ୍ୱାସର ସହ ଭାଗ ନିଅନ୍ତୁ ।ଦିନର ପ୍ରାରମ୍ଭରେ ଆପଣ କୌଣସି ପ୍ରକାରର ଦ୍ୱନ୍ଦ୍ୱରେ ରହିବେ। ନିଜର ମଧୁରବାଣୀ ଏବଂ ଭାଷାରେ ଆପଣ କାହାକୁ ମଧ୍ୟ ମନାଇ ପାରିବେ। ମଧ୍ୟାହ୍ନ ପରେ ଆପଣଙ୍କ ଉତ୍ସାହରେ ବୃଦ୍ଧି ହେବ ଏବଂ ମନ ପ୍ରଫୁଲ୍ଲିତ ରହିବ। ଯାତ୍ରାର ମଧ୍ୟ ଯୋଗ ଅଛି। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ – ଆଜି ଆପଣଙ୍କର ଆଖପାଖ ଲୋକ ଆପଣଙ୍କୁ ଭୁଲ ବୁଝିପାରନ୍ତି, ଏଥି ପାଇଁ ଆପଣଙ୍କର ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ । ଯାହାବି କୁହନ୍ତୁ ବୁଝି ସୁଝି କୁହନ୍ତୁ, ଯଦି ଆପଣଙ୍କର ଶବ୍ଦକୁ ଭୁଲ ବୁଝି ନିଆ ଯାଏ ତେବେ ଅସୁବିଧା ହୋଇପାରେ । ଜୀବନପ୍ରତି ଆଜି ଆପଣଙ୍କ ଦୃଷ୍ଟିକୋଣ ସମ୍ପୂର୍ଣ ରୂପେ ବଦଳିଯାଇପାରେ । ଆଜି ଆପଣ ବ୍ୟବହାରିକ ଏବଂ ତର୍କସଙ୍ଗତ ତଥ୍ୟପ୍ରତି ନିଜର ଆତ୍ମଜ୍ଞାନ ଅନୁଭବ କରିବେ ।ଆପଣଙ୍କ ଆଜିର ଦିନ ମିଶ୍ରିତ ଫଳଦାୟୀ ରହିବ। ଆଜି ଆପଣ ଚିନ୍ତାରେ ଘେରି ରହିବେ ଏବଂ ସ୍ଵାସ୍ଥ୍ୟରେ ମଧ୍ୟ ଅବନ୍ନତି ହୋଇପାରେ। ପରିବାରରେ ମଧ୍ୟ ମତଭେଦ ରହିବ, ପରନ୍ତୁ ମଧ୍ୟାହ୍ନ ପରେ ଆପଣ ସମସ୍ତ କାର୍ଯ୍ୟଗୁଡ଼ିକରେ ଅନୁକୂଳତା ଅନୁଭବ କରିବେ,ପ୍ରତିକାର:- ଅସହାୟ ମାନଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା – ଆଜି ଯୁକ୍ତି କିମ୍ବା କଳି ହେବାର ସମ୍ଭାବନା ଅଛି । ଏଥିପାଇଁ ଆପଣ କୌଣସି ଯୁକ୍ତି କିମ୍ବା କଳିରେ ନପଡ଼ିବା ପାଇଁ ଚ଼େଷ୍ଟା କରନ୍ତୁ । ଯଦି ଆପଣଙ୍କୁ ଲାଗେ କି ପରିସ୍ଥିତି ବିଗୁଡ଼ୁଛି ତେବେ ଆପଣ ନିଜକୁ ତା` ଠାରୁ ଦୂରରେ ରଖନ୍ତୁ । ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।ଆପଣଙ୍କ ଆଜିର ଦିନ ମଧ୍ୟମଫଳଦାୟୀ ରହିବ। ଦିବସର ପ୍ରାରମ୍ଭରେ ଆପଣଙ୍କୁ ଶାରୀରିକ ତଥା ମାନସିକ ରୂପରେ ଫୂର୍ତ୍ତି ଏବଂ ଆନନ୍ଦ ଅନୁଭବ ହେବ। ଆପଣଙ୍କ ସୃଜନାତ୍ମକ ଏବଂ କଳାତ୍ମକ ଶକ୍ତିଗୁଡ଼ିକରେ ବୃଦ୍ଧି ହୋଇପାରେ। ମଧ୍ୟାହ୍ନ ପରେ ଆପଣ କୌଣସି ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି,ପ୍ରତିକାର:- ବିରାଡିକୁ କ୍ଷୀର ଦିଅନ୍ତୁ।

ତୁଳା – ନିଜ ସାଙ୍ଗ ସାଙ୍ଗରେ କୌଣସି ଯୁକ୍ତି କରନ୍ତୁ ନାହିଁ କାରଣ ମାନସିକ ଶାନ୍ତି ହରାଇ ବସିବେ ।ଯଦି ଆପଣ କୌଣସି ଅସୁବିଧାରେ ରହନ୍ତି ତଥାପି ନିଜକୁ ଶାନ୍ତି ରଖନ୍ତୁ ।ଏହି ସମୟରେ କୌଣସି ଯୁକ୍ତି ଆପଣଙ୍କର ସମ୍ପର୍କ ଓ ଶାନ୍ତି ପାଇଁ ଖରାପ ହୋଇପାରେ । ଆଜି ଆପଣ ନିଜକୁ ଠିକ ଭାବରେ ପରଖିବାକୁ ଚେଷ୍ଟା କରିବେ । ଆପଣ ନିଜର ମର୍ଯ୍ୟାଦାରେ ଧ୍ୟାନ ଦିଅନ୍ତୁ ।ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି । ଖାଦ୍ୟ-ପେୟରେ ଆଜି ବିଶେଷ ଧ୍ୟାନ ରଖିବାର ଆବଶ୍ୟକତା ଅଛି। ଦିନ ସମୟରେ ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ସମୟ ଅନୁକୂଳ ନୁହେଁ। ଅଧିକ କାର୍ଯ୍ୟରେ ଶିଥିଲତା ଏବଂ ମାନସିକ ବ୍ୟଗ୍ରତାର ଅନୁଭବ କରିବେ। ଯାତ୍ରା ଲାଭଦାୟୀ ନୁହେଁ। ଧାର୍ମିକ କାର୍ଯ୍ୟ ହେବ,ପ୍ରତିକାର:- ଗୋମାତାକୁ ଖାଇବାକୁଦେବା ଆବଶ୍ୟକ।

ବିଚ୍ଛା : କିଛି ସମୟରୁ ଆପଣଙ୍କ ଘରେ ଛୋଟଛୋଟ କଥାକୁ ନେଇ ଝଗଡା ସୃଷ୍ଟି ହେଉଛି । କିନ୍ତୁ ଆଜି ଆପଣ ଏହି ଝଗଡାକୁ ସମାପ୍ତ କରି ହିଁ ଦିଅନ୍ତୁ । ଆଜି ଆପଣ ନିଜର ଚେଷ୍ଟାରେ ଏହି କାର୍ଯ୍ୟଟି କରି ହିଁ ନିଅନ୍ତୁ । ନକାରାତ୍ମକ ବିଚାର ଆପଣଙ୍କ ଉପରେ ପ୍ରଭାବ ନ ପକାଉ ଏହାର ଧ୍ୟାନ ରଖିବେ। ମାନସିକ ଅସୁସ୍ଥତା ଆପଣଙ୍କୁ ଅସୁବିଧାରେ ପକାଇପାରେ। ସ୍ଵାସ୍ଥ୍ୟ ସମ୍ବନ୍ଧରେ ଅଭିଯୋଗ ରହିବ। ଚାକିରିରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସାବଧାନୀପୂର୍ବକ କାର୍ଯ୍ୟ କରିବେ। ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିବ। ଶତ୍ରୁ ନିଜର ଚାଲରେ ସଫଳ ହେବେ।

ଧନୁ : ଆଜି ଆପଣଙ୍କୁ ଆପଣଙ୍କ ଯୋଗ୍ୟତାର ବିକାଶ କରିବାର ସୁଯୋଗ ମିଳିପାରେ । ଏହି ସୁଯୋଗର ଆପଣ ପୂରା ଲାଭ ଉଠାନ୍ତୁ ଏବଂ ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଦିନର ଆରମ୍ଭ ଚିନ୍ତା ଏବଂ ଉଦ୍ଵେଗର ସହିତ ହେବ, ସ୍ଵାସ୍ଥ୍ୟରେ ଅଭିଯୋଗ ମଧ୍ୟ ରହିବ। ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଦିନ ଭଲ ନୁହେଁ। ଆକସ୍ମିକ ଧନ ଖର୍ଚ୍ଚ ହେବ। ଆଜି ବାଦ-ବିବାଦ ହେବାରେ ମନମାଳିନ୍ୟ ହୋଇପାରେ। ଅତ୍ୟଧିକ କାମୁକତା ଆପଣଙ୍କ ମାନଭଂଗର କାରଣ ନବନୁ ଏହାର ଧ୍ୟାନ ରଖିବେ। ଯାତ୍ରାରେ କଠିନତା ଆସିପାରେ।

ମକର : ଆଜି ଆପଣ ମାନସିକ କ୍ଷେତ୍ରରେ ଦୃଢ଼ ରହିବେ । ଆପଣଙ୍କ ଯୋଗ୍ୟତା ଓ ଜ୍ଞାନ ବଳରେ ଆପଣଙ୍କ ଆତ୍ମବିଶ୍ୱାସ ବଢ଼ିବ ଓ ତା ସଙ୍ଗେ ଆପଣଙ୍କୁ ଲାଭ ମଧ୍ୟ ମିଳିବ । ନକାରାତ୍ମକ ବିଚାର ହତାଶା ସୃଷ୍ଟି କରିପାରେ। ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ। ମାତା-ପିତାଙ୍କର ସହିତ ମତଭେଦ ହୋଇପାରେ ଅଥବା ତାଙ୍କର ସ୍ଵାସ୍ଥ୍ୟ ଧ୍ୟାନ ରଖିବେ। ଜମି, ଘର ତଥା ବାହନ ଆଦିର କାଗଜପତ୍ରକୁ ଠିକ ଜାଗାରେ ସଂଭାଳିକରି ରଖିବେ।

କୁମ୍ଭ : ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ । ଆପଣଙ୍କ ଦୃଢ଼ତା ଏବଂ ଧୌର୍ଯ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କର ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ । ଚାକିରି ତଥା ବ୍ୟବସାୟ କ୍ଷେତ୍ରରେ ଲାଭଦାୟକ ଏବଂ ସଫଳ ଦିନ ଅଟେ। ଆପଣଙ୍କ କାର୍ଯ୍ୟକ୍ଷେତ୍ରରେ ପ୍ରଭାବ ଜମାଇ ପାରିବେ। ଭରପୂର ଆତ୍ମବିଶ୍ଵାସ ଏବଂ ଦୃଢ଼ ମନୋବଳରେ ଆପଣଙ୍କ କାର୍ଯ୍ୟ ସରଳତାପୂର୍ବକ ସମ୍ପୂର୍ଣ୍ଣ ହେବ। ଉଚ୍ଚ ପଦାଧିକାରିମାନଙ୍କ ଦ୍ଵାରା କାମର ସମ୍ମାନ ମିଳିବ। ପଦୋନ୍ନତିର ସମ୍ଭାବନା ଅଛି। ପିତାଙ୍କଠାରୁ ଲାଭ ହେବ। ଜମି ତଥା ବାହନ ସମ୍ବନ୍ଧୀତ କାମକାର୍ଯ୍ୟ ପାଇଁ ଅନୁକୂଳ ସମୟ ଅଟେ।ପ୍ରତିକାର– ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମୀନ : ଆଜି ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ସାବଧାନ ରହିବେ ,କାରଣ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ ।| କୌଣସି ଅସୁବିଧାରେ ପଡ଼ିବା ଆଗରୁ ନିଜକୁ ଦୂରେଇ ରଖନ୍ତୁ । ଜୀବନପ୍ରତି ସକାରାତ୍ମକ ଚ଼ିନ୍ତା ଧାରା ଏହି ସମୟରେ ଆବଶ୍ୟକ ଅଛି । ଆଜି ଆପଣ ନିଶ୍ଚୟ ନିଜର ଅଟଳ ବିଶ୍ୱାସ ଏବଂ ବୁଦ୍ଧିମତ୍ତା ଯୋଗୁଁ ସବୁ ସମସ୍ୟାର ସମାଧାନ କରିପାରିବେ । ଆପଣଙ୍କ ବାଣୀ କିମ୍ବା ବ୍ୟବହାର ଆଜି କାହା ସହିତ ଭୁଲ ବୁଝାବଣା ସୃଷ୍ଟି କରିପାରେ। ପରିବାରର ଲୋକମାନଙ୍କ ସହିତ ମନମାଳିନ୍ୟ ହୋଇପାରେ, ସମ୍ଭାଳିକରି ରୁହନ୍ତୁ। ବାହନ ଏବଂ ସ୍ୱାସ୍ଥ୍ୟକୁ ନେଇକରି ସାବଧାନ ରୁହନ୍ତୁ। ମାନ-ପ୍ରତିଷ୍ଠାରେ ଉନ୍ନତି ହେବ। ଆଜି ମନୋରଞ୍ଜନର ପଛରେ ଖର୍ଚ୍ଚ ହୋଇପାରେ। ମସ୍ତିସ୍କକୁ ଶାନ୍ତ ରଖିବାକୁ ଉପଦେଶ।ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ

Leave a Reply

Your email address will not be published. Required fields are marked *