ମାଡି ଆସୁଛି ପ୍ରବଳ ବର୍ଷା ସହ ପବନ , ଏହି ସବୁ ଜିଲ୍ଲାରେ ନିର୍ଧୁମ ଛେଚିବ ବର୍ଷା

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ବହୁତ ବହୁତ ସ୍ୱାଗତ କରୁଛୁ । 22 ତାରିଖ ପରେ ରାଜ୍ୟ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ର ସମ୍ଭାବନା । ସମଗ୍ର ରାଜ୍ୟ ରେ ଏବେ ଦକ୍ଷିଣ ପଶ୍ଚିମ ମୈଶୁମୀ ବାୟୁ ର ଶକ୍ତି ରହି ଥିବା ବେଳେ ତମାମ୍ ରାଜ୍ୟ ମାନଙ୍କ ରେ ବର୍ଷା ଲାଗି ରହିଛି । ଅନ୍ୟ ପକ୍ଷ ର ଉତ୍ତର ପଶ୍ଚିମ ବୋଙ୍ଗପ ସାଗର ରେ 23 ତାରିଖ ମଧ୍ୟ ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣି ପାଗ ବିଭାଗ କହିଛି । ଫଳ ରେ ଆସନ୍ତା 25 ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟ ରେ ମଧ୍ୟମ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

cycloneee12

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ ଜିଲ୍ଲାକୁ ବିର୍ଷା ଓ ବଜ୍ରପାତ ବିପଦ । ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଲା ଆଞ୍ଚଳିକ ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଏବଂ ନବରଙ୍ଗପୁର । ସେହିପରି କେତୋଟି ଜିଲ୍ଲାକୁ ପାଣିପାଗ ବିଭାଗ ୟଲୋ ଜୋନ ଭାବେ ଘୋଷଣା କରିଛି , ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଏବଂ କନ୍ଧମାଳ,

ରାଜ୍ୟରେ କିଛି ସ୍ଥାନରେ ଗତକାଲି ପ୍ରବଳ ବର୍ଷା ହୋଇଥିବା ବେଳେ କେତେକ ଅଞ୍ଚଳରେ ଅତିପ୍ରବଳ ବର୍ଷା ହୋଇଛି। ଆସନ୍ତା ୨ ଦିନ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହା ପରେ ପାଗ ଶୁଖିଲା ଓ ଖରାଟିଆ ରହିବ। ବିଶେଷ କରି ଆଜି ରାଜ୍ୟର ୬ଟି ଜିଲ୍ଲାରେ ଅତିରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅଞ୍ଚଳଗୁଡ଼ିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ବାକି କିଛି ଅଞ୍ଚଳ ପାଇଁ ୟେଲୋ ୱାର୍ଣ୍ଣିଂ ବି ଜାରି ହୋଇଛି।

cyc

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଘୂର୍ଣ୍ଣିବଳୟଟି ଏବେ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୨.୧ କିମିରୁ ୫.୮ କିମି ଉଚ୍ଚରେ ରହିବା ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଆସନ୍ତା ୨ରୁ 3 ଦିନ ଧରି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ଭଳି ଖବର ସବୁଦିନେ ପଢିବା ପାଇଁ ଲାଇକ ଅଫସନରେ କ୍ଲିକ କରନ୍ତୁ , ଏହାକୁ ସେୟାର କରି ସମସ୍ତଙ୍କୁ ସଚେତନ କରନ୍ତୁ ,

Leave a Reply

Your email address will not be published. Required fields are marked *