1 ଅଗଷ୍ଟ 2020 ଶନିବାର ରାଶିଫଳ – କେମିତି କଟିବ ଆଜି ଆପଣଙ୍କର ଦୀନ

rasi-phala

ମେଷ : ଆପଣ ଆଜି ଆଇନା ସାମନାରେ ବହୁ ସମୟ ବସିବେ କାରଣ ଏକ ସାମାଜିକ ସମାରୋହରେ ଆପଣ ବହୁତ ସୁନ୍ଦର ଦେଖାଯିବା ପାଇଁ ଚାହାଁନ୍ତି । ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଖର୍ଚ୍ଚ ବଢ଼ିପାରେ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକା ଅଛି। ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦେବାର ଆବଶ୍ୟକତା ଅଛି। ବାହନ ଚଳାଇବା ସମୟରେ ଏବଂ ରାସ୍ତାରେ ସଜାଗ ରୁହନ୍ତୁ।ପ୍ରତିକାର:- ଭୋକିଲା ଲୋକକୁ ନିରାଶ ନକରି ଅନ୍ନଦାନ କରନ୍ତୁ।

ବୃଷ : କାର୍ଯ୍ୟ ସମ୍ପର୍କିତ ଭ୍ରମଣ କିମ୍ବା ଦର୍ଶନୀୟ ସ୍ଥାନ ବିତେଇବା ପାଇଁ କୋଉଁ ଆଡେ ଯାଇପାରନ୍ତି । ଏପ୍ରକାର ଭ୍ରମଣ ଫଳପ୍ରଦ ଏବଂ ଉପଭୋଗ କରିବେ । ଯଦି କାର୍ଯ୍ୟ ସମ୍ପର୍କିତ ଭ୍ରମଣ ହୋଇଥାଏ ସୁଫଳମିଳିବ । ଶରୀରରେ ଆଲସ୍ୟ ଏବଂ ଚିନ୍ତାର ଅନୁଭବ ହୋଇପାରେ। ସନ୍ତାନମାନଙ୍କ ସହିତ ମତଭେଦ କିମ୍ବା ମନମାଳିନ୍ୟ ହୋଇପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ଅଫିସ୍ ରେ ଉଚ୍ଚ ପଦାଧିକାରିମାନଙ୍କ ସହିତ ଆପଣଙ୍କ ବାଦ-ବିବାଦ ହୋଇପାରେ। ଧାର୍ମିକ କାର୍ଯ୍ୟଗୁଡ଼ିକରେ କିମ୍ବା ଧାର୍ମିକ ଯାତ୍ରା ପଛରେ ଧନ ଖର୍ଚ୍ଚ ହୋଇପାରେ।ପ୍ରତିକାର:- ଗୁଡ଼ ଆଉ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ : ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ । ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। କଟୁ ବଚନ କିମ୍ବା ଖରାପ ବ୍ୟବହାର କାରଣରୁ ଝଗଡ଼ା କିମ୍ବା ବିବାଦ ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଆକସ୍ମିକ ଧନଲାଭ ହେବ। ସମୟରେ ଭୋଜନ କରିବାରେ ବିଳମ୍ବ ହୋଇପାରେ। ଅତ୍ୟଧିକ କାମର ବୋଝରେ ଥକା ଏବଂ ମାନସିକ ଚିନ୍ତା ହୋଇପାରେ।ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

କର୍କଟ- ଆପଣ ଦେଖିବେ ଆଜି ଆପଣଙ୍କର ବିଦେଶୀ ଲୋକଙ୍କ ସହ ଆତ୍ମୀୟତା ବଢିବ । ଆପଣଙ୍କ ବିଦେଶୀ ବନ୍ଧୁ ଆପଣଙ୍କୁ ସେଠାକୁ ଯିବାକୁ ନିମନ୍ତ୍ରଣ କରିପାରନ୍ତି କିମ୍ବା ଆପଣଙ୍କ କାର୍ଯ୍ୟ ଯୋଗୁଁ ବିଦେଶ ଯାଇପାରନ୍ତି । ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ । ପ୍ରଣୟ, ରୋମାନ୍ସ, ମନୋରଞ୍ଜନ ଏବଂ ମଉଜ-ମସ୍ତୀରେ ଭରପୂର ରହିବ ଆଜିର ଦିନ। ସାର୍ବଜନିକ ଜୀବନରେ ଆପଣ ମହତ୍ତ୍ୱ ପ୍ରାପ୍ତ କରିବେ। ଯଶ ଏବଂ କୀର୍ତ୍ତିରେ ବୃଦ୍ଧି ହେବ। ଭାଗିଦାରୀ ସହିତ ଲାଭ ହେବ। ସୁନ୍ଦର ବସ୍ତ୍ର କିମ୍ବା ବସ୍ତ୍ରାଭୂଷଣ କ୍ରୟ କରିବେ। ମଧ୍ୟାହ୍ନ ପରେ ବିଦେଶରୁ ଭଲ ସମାଚାର ପ୍ରାପ୍ତ ହେବ। ଉଚ୍ଚ ଅଧିକାରୀମାନଙ୍କ ଦ୍ୱାରା ଆପଣଙ୍କ ସହିତ କରାଯାଇଥିବା ବ୍ୟବହାରରେ ଦୁଖ ପହଁଚିପାରେ।ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ- ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ । ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ । କୌଟୁମ୍ବିକ କ୍ଲେଶ ଆପଣଙ୍କ ମନକୁ ବ୍ୟଥିତ କରିପାରେ। ମାତାଙ୍କର ସ୍ଵାସ୍ଥ୍ୟ ଚିନ୍ତା ସୃଷ୍ଟି ହୋଇପାରେ। ସାର୍ବଜନିକ ଜୀବନରେ ଅପଯଶ କିମ୍ବା ଅପକୀର୍ତ୍ତି ଆପଣଙ୍କ ମାନ-ପ୍ରତିଷ୍ଠାକୁ ହାନି ପହଁଚାଇପାରେ। ପର୍ଯ୍ୟାପ୍ତ ଆରାମ ଏବଂ ନିଦ ନ ମିଳିବାରରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ।ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା : ଆଜି ଦିନରେ ପରିବାର ଲୋକମାନଙ୍କ ସହ ଖୁବ୍ ଝଗଡା ହେବାର ସମ୍ଭାବନା ଅଛି । ଏଥିପାଇଁ କଥାବାର୍ତ୍ତା ଆଗରୁ ଖୁବ୍ ସତର୍କ ରହନ୍ତୁ । ହୁଏତ କଥାବାର୍ତ୍ତା କଲାବେଳେ କୌଣସି କାରଣରୁ ଉତ୍ତେଜିତ ହେଇପାରନ୍ତି କିମ୍ବା କ୍ରୋଧାନ୍ନିତ ହେଇପାରନ୍ତି । ନକାରାତ୍ମକ ବିଚାରରେ ମନ ଚିନ୍ତିତ ରହିବ। ପାରିବାରିକ ସଦସ୍ୟମାନଙ୍କ ସହିତ ଭୁଲ ବୁଝାବଣା ହୋଇପାରେ। ଅନାବଶ୍ୟକ ଖର୍ଚ୍ଚ ହୋଇପାରେ। ବିଦ୍ୟାର୍ଥିମାନଙ୍କପାଇଁ ସମୟ ଅନୁକୂଳ ଅଟେ, ପାଠପଢ଼ାରେ ମନ ଲାଗିବ। ଯାତ୍ରାର ସମ୍ଭାବନା ଅଛି। କିଣାକିଣିରେ ସଫଳତା ମିଳିବ।।ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ

ତୁଳା : ଆଜି ଆପଣ ନିଜ ଉପରେ କାର୍ଯ୍ୟ ବୋଧ ବଢ଼ି ଯାଇଛି ବୋଲି ଅନୁଭବ କରିବେ । ଏହି ଚ଼ିନ୍ତା ଘର ଏବଂ କାର୍ଯ୍ୟ ସହ ସମ୍ବନ୍ଧିତ ହୋଇଥାଇପାରେ । ଆଜି ଆପଣ ଶାନ୍ତ ରହି ନିଜର କାର୍ଯ୍ୟ ସମ୍ପାଦନ କରନ୍ତୁ । ବର୍ତ୍ତମାନ ସମୟରେ ଆପଣ ଭଲ ଭାବରେ ଆର୍ଥିକ ଯୋଜନା ସମ୍ପୂର୍ଣ୍ଣ କରି ପାରିବେ। ଆପଣଙ୍କ କଳାତ୍ମକ ଏବଂ ସୃଜନାତ୍ମକ ଶକ୍ତି ଶ୍ରେଷ୍ଠତମ ରହିବ। ଶାରୀରିକ ଏବଂ ମାନସିକ ରୂପରେ ଫୂର୍ତ୍ତି ରହିବ। ଦୃଢ଼ ବିଚାର ଏବଂ ଆତ୍ମବିଶ୍ଵାସରେ କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ। ଭାଗିଦାରୀ ସହିତ ମେଳ-ମିଳାପ ରହିବ।।ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ

ବିଚ୍ଛା : ଆଜି କାଲି ଯେଉଁ ସମସ୍ୟା ବଢି ଚ଼ାଲିଛି ଆପଣ ତାହାକୁ ଠିକ୍ ଭାବରେ ବୁଝି ଶେଷ କରିବା ପାଇଁ ଚ଼େଷ୍ଟା କରିବା ଉଚିତ୍ । ମାନସିକ ଶାନ୍ତି ପାଇଁ ବାହାରେ କେଉଁଠିବି ବୁଲିବାକୁ ଯାଆନ୍ତୁ କିମ୍ବା କୌଣସି ଭଲ ବହି ପଢ଼ି ପାରନ୍ତି । ମିତ୍ରମାନଙ୍କ ତରଫରୁ ଶୁଭ ସମାଚାର ମିଳିବାର ସମ୍ଭାବନା ଅଛି, ଲାଭ ହେବ। ଆମୋଦ-ପ୍ରମୋଦରେ ଅର୍ଥ ଖର୍ଚ୍ଚ ହୋଇପାରେ। ଦାମ୍ପତ୍ୟଜୀବନ ଭଲ ରହିବ। କୋର୍ଟ-କଚେରୀ ମାମଲାରେ ସମ୍ଭାଳିକରି କାର୍ଯ୍ୟ କରିବାକୁ ଉଚିତ ରହିବ। ଅଫିସ୍ ରେ ମହିଳାବର୍ଗଙ୍କଠାରୁ ଲାଭ ମିଳିବ।ପ୍ରତିକାର– ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ

ଧନୁ – ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।  ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି । ଆଜି ସୃଜନାତ୍ମକତା ଏବଂ କଳା ସମ୍ବନ୍ଧୀତ ପ୍ରବୃତ୍ତିଗୁଡ଼ିକ ପାଇଁ ଦିନ ଶ୍ରେଷ୍ଠ ଅଟେ। ବିଦ୍ୟାର୍ଥୀ ଅଭ୍ୟାସରେ ନିଜର ଭଲ ପ୍ରଦର୍ଶନ କରି ପାରିବେ। ସ୍ନେହୀଜନମାନଙ୍କ ଏବଂ ମିତ୍ରମାନଙ୍କ ସହିତ ସାକ୍ଷାତ ହେବ,ପ୍ରତିକାର:-ଗାଈକୁ କିଛି ଖାଦ୍ୟ ଖୁଆନ୍ତୁ।

ମକର – ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ । ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ । ଆଜିର ଦିନ ଆନନ୍ଦରେ ବିତିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସାମନାରେ ବିଜୟର ସ୍ଵାଦ ପ୍ରାପ୍ତି କରି ପାରିବେ। ସ୍ଵଜନମାନଙ୍କ ସହିତ ଆଜି ଭେଟ ହେବ। ମାନସିକ ରୂପରେ ପ୍ରସନ୍ନତା ବନି ରହିବ। ଧାର୍ମିକ ଯାତ୍ରାରେ ମନରେ ଆନନ୍ଦ ଅନୁଭବ କରିବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କୁମ୍ଭ – ଏହି ସମୟ ବର୍ତ୍ତମାନ ପରିବାର ଲୋକଙ୍କ ମଧ୍ୟରେ ସୁସମ୍ପର୍କ ପ୍ରତିଷ୍ଠା କରିବାର ସମୟ ଅଟେ ଯାହାଦ୍ୱାରା ଆପଣ ନିଜକୁ ପରିବାର ଲୋକଙ୍କ ନିକଟତର ପାଇବେ । ଆଜି ଆପଣ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହିଁବେ । ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ ଯିବାର ସମୟ ଅଟେ । କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି । ଆପଣଙ୍କୁ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ପାଇଁ ପରାମର୍ଶ। ମାନସିକ ରୂପରେ ଅଣନିଶ୍ୱାସୀ ହେବାର କାରଣରୁ କୌଣସି କାର୍ଯ୍ୟରେ ଆପଣଙ୍କ ମନ ନ ଲାଗିପାରେ। ସ୍ଵାସ୍ଥ୍ୟ ମଧ୍ୟ କିଛିମାତ୍ରାରେ ଭଲ-ଖରାପ ରହିବ | କାର୍ଯ୍ୟ ସଫଳତାରେ ବିଳମ୍ବ ଏବଂ ଶାରୀରିକ ଅସ୍ଵସ୍ଥତା କାରଣରୁ ଆପଣ ହତାଶାର ଭାବନା ଅନୁଭବ କରିପାରନ୍ତି। ଅତ୍ୟଧିକ କାମର ବୋଝରେ ଆଳସ୍ୟ ଏବଂ ମାନସିକ ଅଣନିଶ୍ୱାସୀ ଲାଗିପାରେ।ପ୍ରତିକାର: ଗାଈକୁ କିଛି ଖୁଆନ୍ତୁ।

ମୀନ – ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କୁ ନୂଆ ପରିଚ଼ୟ ମିଳିପାରେ । ଏଥିପାଇଁ ବୋଧହୁଏ ତାଙ୍କୁ ବହୁତ ପ୍ରଶଂସା ମିଳିପାରେ । ଆଜି ନିଜ ପରିବାରର କିଛି ସଦସ୍ୟଙ୍କର ଦେଖାଶୁଣା କରିବାକୁ ପଡ଼ିପାରେ । ସମୟ କାଢ଼ି ନିଜ ଲୋକଙ୍କୁ ସ୍ନେହ ଦିଅନ୍ତୁ ।  ଆଜି ଆପଣ ନିଜ କାର୍ଯ୍ୟସ୍ଥଳରେ ବହୁତ ପରିଶ୍ରମ କରିବେ ଏବଂ ଆପଣଙ୍କୁ ନିଜ ଉପଲବ୍ଧି ଉପରେ ଗର୍ବ ହେବ । କିନ୍ତୁ ଆଜି ଆପଣ ନିଜ ପରିବାର ସହିତ କିଛି ସମୟ ଅତିବାହିତ କରିବା ଜରୁରୀ । ବ୍ୟବସାୟରେ ଆଜିର ଦିନ ଲାଭ ହେବ। କାର୍ଯ୍ୟାଳୟ ସହିତ କାମ କରୁଥିବା ଲୋକଙ୍କର ସହଯୋଗ ମିଳିବ। ପରିଜନମାନେ ଆପଣଙ୍କ ସହିତ ଆଜି ଆନନ୍ଦ ପୂର୍ବକ ସମୟ ବିତାଇବେ। ମାନସିକ ରୂପରେ ମଧ୍ୟ ଆପଣ ସଂପୂର୍ଣ୍ଣ ସୁସ୍ଥ ଅନୁଭବ କରିବେ। ପ୍ରତିକାର- ଇଷ୍ଟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Leave a Reply

Your email address will not be published. Required fields are marked *