24 ଜୁଲାଇ 2020 ଶୁକ୍ରବାର ରାଶିଫଳ – କେମିତି କଟିବ ଆଜି ଆପଣଙ୍କର ଦୀନ

rasi-phala

ମେଷ – ଅସୁସ୍ଥତା ଅନୁଭବ ହେବ। ମନରେ ଚିନ୍ତାର ଭାବନା ରହିବ। ପରିବାରର ସଦସ୍ୟମାନଙ୍କ ସହିତ ମନମାଳିନ୍ୟ କିମ୍ବା ଯୁକ୍ତି ହେବାରୁ ମନରେ ଆଘାତ ଲାଗିବ। ମହିଳା ବର୍ଗଙ୍କୁ କୌଣସି କ୍ଷତି ହୋଇପାରେ। ଧନ ଖର୍ଚ୍ଚ ଏବଂ ଅପଯଶରୁ ବଞ୍ଚନ୍ତୁ। କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । କିନ୍ତୁ ଆପଣଙ୍କ ଚାହିଁବା ମୁତାବେକେ ଏମିତି ହୋଇପାରୁ ନାହିଁ । ବୋଧହୁଏ ତାଙ୍କୁ ଅଧିକ ସମୟ ଲାଗିବ |କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଆଜି ନିଜକୁ ମଧ୍ୟ ନିୟନ୍ତ୍ରଣ ରଖିବାକୁ ବହୁତ ଆବଶ୍ୟକ ଅଛି। ଖାଇବା ପିଇବାର ଧ୍ୟାନ ଯଦି ନ ରଖିବେ ତେବେ ସ୍ଵାସ୍ଥ୍ୟ ଖରାପ ହେବାର ପୂରା-ପୂରା ସମ୍ଭାବନା ଅଛି,ପ୍ରତିକାର:- ମସୁର ଡାଲି ମନ୍ଦିରରେ ଦାନ କରନ୍ତୁ।

ବୃଷ – ମନକୁ ନିୟନ୍ତ୍ରଣରେ ରଖିବେ। ବିବାଦର ଆଶଂକା ଅଛି। ଶତ୍ରୁ ହଇରାଣ କରିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ ପାଇଁ ଦିନ ଅନୁକୂଳ ଅଟେ। ଜଲକ୍ଷେତ୍ରର ଆଖ ପାଖରେ ସଜାଗ ରୁହନ୍ତୁ। ଅତ୍ୟଧିକ ଖର୍ଚ୍ଚ ହେବ। ରହସ୍ୟମୟୀ କଥାଗୁଡ଼ିକରେ ରୁଚି ରହିବ।  ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ ।ମାନସିକ ଏବଂ ଶାରୀରିକ ଆଳସ୍ୟ ହୋଇପାରେ। ପରିବାରରେ ବଡ଼ମାନଙ୍କ ସହିତ ମନମାଳିନ୍ୟ ନ ହେଉ, ଏହାର ଧ୍ୟାନ ରଖିବେ। ମାତାଙ୍କର ସ୍ଵାସ୍ଥ୍ୟ ଖରାପ ହୋଇପାରେ। ଆର୍ଥିକ କ୍ଷତିଗ୍ରସ୍ତ ଏବଂ ସାର୍ବଜନିକ ଜୀବନରେ ମାନହାନି ନ ହେଉ ଏହାର ଧ୍ୟାନ ରଖିବେ,ପ୍ରତିକାର : କଳା କୁକୁରର ସେବା କରନ୍ତୁ ।

ମିଥୁନ – ମିତ୍ରମାନଙ୍କୁ ଆମନ୍ତ୍ରିତ କରିବେ। ବିପରୀତ ଲିଙ୍ଗ ବ୍ୟକ୍ତିମାନଙ୍କ କିମ୍ବା ପ୍ରିୟତମା ସହିତ ସମୀପର ଆନନ୍ଦ ମିଳିବ। ନୂଆ ବସ୍ତ୍ରାଲଙ୍କାର କିଣିବା କିମ୍ବା ପରିଧାନ ବନାଇବା ପାଇଁ ସମୟ ଆସିବ। ସାର୍ବଜନିକ ମାନ-ସମ୍ମାନର ଅଧିକାରୀ ହେବେ।  ଆଜି ଦିନରେ ମିଶ୍ରିତ ମାନସିକତା ଅନୁଭବ କରିବେ । ରୁଚି ସଂପନ୍ନ କାର୍ଯ୍ୟ କରି ମନକୁ ପ୍ରଫୁଲ୍ଲ ରଖନ୍ତୁ । ନାଚ , ଗୀତ ଅଧ୍ୟୟନ ଓ ବଂଧୁ ମାନଙ୍କସହ ବାର୍ତ୍ତାଳାପ ରହି କାର୍ଯ୍ୟରେ ସମୟ କଟାଇପାରନ୍ତି ।ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ଏଥିପାଇଁ ବିଚାରକରି କଥାହେବେ। କୁଟୁମ୍ବମାନଙ୍କ ସହିତ ଭୁଲ ବୁଝାବଣା ନ ସୃଷ୍ଟି ହେଉ ଏହାର ଧ୍ୟାନ ରଖିବେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବାକୁ ହେବ। ଶେୟାର-ସଟ୍ଟା ଆଦି ପ୍ରବୃତ୍ତିରେ ପୁଞ୍ଜି ନିବେଶ କରିପାରନ୍ତି,ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ

କର୍କଟ – ଆଜିର ଦିନ କିଛି ଆକସ୍ମିକ ଘଟଣା ଘଟିବ। ହାତକୁ ଆସିଥିବା ଦ୍ରବ୍ୟ କିମ୍ବା ସୁବିଧା ହାତରୁ ଗଲା ପରି ପ୍ରତୀୟମାନ ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ମତଭେଦ ହୋଇପାରେ। ଆୟ ଅପେକ୍ଷା ବ୍ୟୟର ମାତ୍ରା ଅଧିକ ରହିବ।  ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନଶୁଣି ,ନିଜର ହୃଦୟ କଥା ଶୁଣନ୍ତୁ ।ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ ।ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ ।ଶାରୀରିକ ଏବଂ ମାନସିକ ରୂପରେ ସ୍ଵସ୍ଥତା ଏବଂ ସତେଜ ରହିବେ। ଆର୍ଥିକ ଦୃଷ୍ଟିରୁ ଆପଣଙ୍କ ଦିନ ଲାଭଦାୟୀ ରହିବ। ବନ୍ଧୁ ତଥା ମିତ୍ରମାନଙ୍କ ସହିତ ସୁରୁଚିପୂର୍ଣ୍ଣ ଭୋଜନର ଆନନ୍ଦ ନେବେ। ଏକାଧିକ ପର୍ଯ୍ୟଟନର ମଧ୍ୟ ଆୟୋଜନ ହେବାର ସମ୍ଭାବନା |ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ସିଂହ – ଯସ୍ଵଭାବରେ ଏକୁଟିଆ ପଣ ଛାଡ଼ିବା ପାଇଁ ଉପଦେଶ। ଅଧିକ ଭାବୁକତା କାରଣରୁ ମନରେ ଅସୁସ୍ଥତା ଅନୁଭବ ହେବ। ଘର ଏବଂ ସଂପତ୍ତି ସମ୍ପର୍କୀତ କାର୍ଯ୍ୟରେ ଆଜି ସମ୍ଭାଳିକରି ଚାଲିବାର ଆବଶ୍ୟକତା ଅଛି। ମାତାଙ୍କଠାରୁ ଲାଭ ହେବ। ବିଦ୍ୟାପ୍ରାପ୍ତି ପାଇଁ ଆଜି ଅନୁକୂଳ ଦିନ ଅଟେ। ଆର୍ଥିକ ଆୟୋଜନ ମଧ୍ୟ ଭଲ ଭାବରେ ହେବ।  ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଅଚାନକ ଧନ ଖର୍ଚ୍ଚ ହୋଇପାରେ। ଚିକିତ୍ସାରେ ଖର୍ଚ୍ଚ ହେବାର ଆଶଂକା ଅଛି। ବ୍ୟାପାରରେ ଭାଗିଦାରୀମାନଙ୍କ ସହିତ ଆନ୍ତରିକ ମତଭେଦ ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ,ପ୍ରତିକାର : ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ ।

କନ୍ୟା – ଆଆପଣଙ୍କ ବାଣୀ କାରଣରୁ କୌଣସି ସମସ୍ୟା ନ ହେଉ ଏହାର ଧ୍ୟାନ ରଖିବେ। ଉଗ୍ରତାର କାରଣ କୌଣସି ଝଗଡ଼ା ନ ହେଉ ଏହାର ଧ୍ୟାନ ରଖିବେ। ଆଜି ଆଖିରେ ପୀଡ଼ା ହୋଇପାରେ। ପରିଜନମାନଙ୍କ ସାଥିରେ କଳହ ହେବାର ଆଶଂକା ଅଛି। ଆଜି ଆୟ କମ ଏବଂ ଖର୍ଚ୍ଚ ଅଧିକ ହେବ। ଆଜି ଏକ ଶୁଭଦିନ ହିସାବରେ ଯୋଜନା ଆରମ୍ଭ କରନ୍ତୁ । କଣ ଶିକ୍ଷା କରିବେ ଏକ ଚିଠା ତିଆରି କରନ୍ତୁ ଏବଂ ତାହାର ଭଲମନ୍ଦ ବିଚାର କରନ୍ତୁ । । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।ପ୍ରତ୍ୟେକ କାର୍ଯ୍ୟ ଆତ୍ମବିଶ୍ଵାସ ଏବଂ ଅଟଳ ମନୋବଳର ସହିତ କରନ୍ତୁ, ନିଶ୍ଚିତ ସଫଳତା ମିଳିବ। ପିତା କିମ୍ବା ପୈତୃକ ସଂପତ୍ତିରେ ଲାଭ ହେବ। ସରକାରଙ୍କଠାରୁ ଆର୍ଥିକ ଲାଭ ହେବ। ବିଦ୍ୟାର୍ଥୀମାନେ ନିଜର ପଢ଼ାରେ ଭଲ ପ୍ରଦର୍ଶନ କରିବେ,ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ତୁଳା – ଆପଣ ନିଜର ପରିବାରର ଆର୍ଥିକ ଆବଶ୍ୟକତାକୁ ଆଜି ସମ୍ପୂର୍ଣ୍ଣ କରିବେ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ମନରେ ଉତ୍ସାହ ତଥା ବିଚାରରେ ସ୍ଥିରତା କାରଣରୁ ସମସ୍ତ କାର୍ଯ୍ୟ ଆପଣ ଭଲ ଭାବରେ କରି ପାରିବେ। ଆଜି ମନୋରଞ୍ଜନ, ସୌନ୍ଧର୍ଯ୍ୟ-ପ୍ରସାଧନ, ଆଭୂଷଣ ଆଦିରେ ଖର୍ଚ୍ଚ ହେବ। ଆଜି ଭ୍ରମ ଯୋଗୁଁ ବିଚଳିତହୋଇ ସମ୍ଭାବନା ଶାନ୍ତି ଓ ନିରଳା ମାନସିକ ଭାବନାରେ ଏହାର କାରଣ ଖୁଜି ବସନ୍ତୁ । ଆପଣ ନିଜର ବଂଧୁ ଓ ପରିବାର ସହ ସଦସ୍ୟଙ୍କ ସହ ଖୋଲା ମନରେ କିଛି ସମୟ ଆଲୋଚନା କରନ୍ତୁ । ନୂଆ ଯୋଜନାକୁ ଅମଳରେ ଆଣିବା ପାଇଁ ଶୁଭ ଦିନ ଅଟେ। ଚାକିରିପେଶା ଲୋକଙ୍କୁ ଉଚ୍ଚ ପଦାଧିକାରିମାନଙ୍କ ତଥା ସରକାରଙ୍କ ତରଫରୁ ପରିଶ୍ରମର ଭଲ ଫଳ ମିଳିବ। ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ।

ବିଛା – ଆପଣଙ୍କ କାର୍ଯ୍ୟକ୍ଷେତ୍ର ପାଇଁ ଆଜିର ଦିନ ବିଶେଷ ହୋଇପାରେ। ଉଚ୍ଚ ଅଧିକାରୀ ପ୍ରସନ୍ନ ରହିବେ। ଆପଣ ଆଜି ନିଜର କାର୍ଯ୍ୟ ଦୃଢ ମନୋବଳ ଏବଂ ପୂର୍ଣ୍ଣ ଆତ୍ମବିଶ୍ଵାସ ସହିତ ସଂପନ୍ନ କରିବେ। ପିତାଙ୍କ ସହିତ ସଂବନ୍ଧ ପ୍ରେମପୂର୍ଣ୍ଣ ରହିବ ଏବଂ ତାଙ୍କଠାରୁ ଲାଭ ମଧ୍ୟ ହେବ। ଜମି, ବାହନ, ସଂପତ୍ତି ସଲଗ୍ନ କାର୍ଯ୍ୟ କରିବାକୁ ଆଜିର ଦିନ ଅନୁକୂଳ ଅଟେ।  ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।ଆଜି ଆପଣଙ୍କ ଅହଂକାରର କାରଣରୁ ଝଗଡ଼ା ହେବାର ଆଶଂକା ଅଛି। ଶାରୀରିକ ଏବଂ ମାନସିକ ଚିନ୍ତା ସହିତ ଆଜିର ଦିନ କଟିବ। ସ୍ଵଭାବରେ ଉତ୍ତେଜନାଯୋଗୁଁ କାମ ବିଗିଡ଼ିବାର ଆଶଂକା ଅଛି,ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ : ଆଜି ବ୍ୟାପାରରେ ବୃଦ୍ଧି ହେବା ସହିତ କରାଯାଇଥିବା ବ୍ୟାପାରିକ ସଉଦା ଲାଭଦାୟକ ପ୍ରମାଣିତ ହେବ। ଆୟର ସାଧନରେ ବୃଦ୍ଧି ହେବ। ବୃଦ୍ଧ ତଥା ମିତ୍ରମାନଙ୍କଠାରୁ ଲାଭ ମିଳିବ। ଦାମ୍ପତ୍ୟଜୀବନରେ ସନ୍ତୋଷ ଏବଂ ଆନନ୍ଦ ରହିବ। ପର୍ଯ୍ୟଟନର ଆୟୋଜନ ହେବ। ବୈବାହିକ ସଂପର୍କ ବନିବାର ଯୋଗ ଅଛି। ସନ୍ତାନଙ୍କ ତରଫରୁ ଶୁଭ ସମାଚାର ମିଳିବ। ମନରେ ଉତ୍ପନ୍ନ ନକାରାତ୍ମକ ବିଚାରକୁ ଦୂର କରିବାକୁ ଉପଦେଶ। ବିଦ୍ୟା ପ୍ରାପ୍ତିରେ ବିଦ୍ୟାର୍ଥିମାନଙ୍କପାଇଁ ଅବରୋଧ ଆସିବ। ଅନାବଶ୍ୟକ ଧନ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ। ଶାରୀରିକ ତଥା ମାନସିକ ଅସୁସ୍ଥତା ଆପଣଙ୍କୁ ଅଣନିଶ୍ୱାସୀ କରିବ।ପ୍ରତିକାର–ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମକର : ଆଜି ଆକସ୍ମିକ ଧନ ଲାଭର ଯୋଗ ଅଛି। ବିଦେଶ ଯିବାକୁ ଇଚ୍ଛୁକ ଲୋକମାନଙ୍କର ପ୍ରୟାସ ସଫଳ ହେବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ କିମ୍ବା ଯାତ୍ରା ପଛରେ ଧନ ଖର୍ଚ୍ଚ ହେବ। ପରିବାର ଏବଂ ସହକର୍ମିମାନଙ୍କ ସହିତ ସୁଖମୟ ଦିନ କଟିବ। ଚାକିରିପେଶା ଲୋକମାନଙ୍କୁ ମଧ୍ୟ ଲାଭ ମିଳିବ। । ସ୍ଵାସ୍ଥ୍ୟ ସମ୍ବନ୍ଧୀତ ଅଭିଯୋଗ ରହିବ। ଦୁର୍ଘଟଣାରୁ ବଞ୍ଚନ୍ତୁ। ବ୍ୟବସାୟ କାର୍ଯ୍ୟଗୁଡ଼ିକରେ ସରକାରୀ ହସ୍ତକ୍ଷେପ ବଢ଼ିବ। କୋର୍ଟ-କଚେରୀର କାର୍ଯ୍ୟଗୁଡ଼ିକରେ ସମ୍ଭାଳିକରି ପଦକ୍ଷେପ ଉଠାଇବେ। ଧାର୍ମିକ ତଥା ସାମାଜିକ କାର୍ଯ୍ୟଗୁଡ଼ିକରେ ଭାଗ ନେବେ ତଥା ଧାର୍ମିକ କାର୍ଯ୍ୟଗୁଡ଼ିକ ପଛରେ ଧନ ଖର୍ଚ୍ଚ ମଧ୍ୟ ହେବ।ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

କୁମ୍ଭ : ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।ଧାର୍ମିକ ତଥା ମାଙ୍ଗଳିକ ପ୍ରସଙ୍ଗର ଯୋଗ ଅଛି। କୌଣସି ନିର୍ଣ୍ଣୟ ନେବାରେ ଦ୍ୱନ୍ଦ୍ୱତା ଅନୁଭବ କରିପାରନ୍ତି। ଭଲ ହେବ ଆଜି ନିର୍ଣ୍ଣୟ ନ ନେଇ ପରେ ନେବେ। ପରିବାରରେ ଖୁସି ଏବଂ ଦାମ୍ପତ୍ୟ ଜୀବନ ଆନନ୍ଦମୟ ରହିବ।  ଶାରୀରିକ ଏବଂ ମାନସିକ ସତେଜତା ଏବଂ ପ୍ରଫୁଲ୍ଲତା ଅନୁଭବ ହେବ। କୁଟୁମ୍ବଜନ ତଥା ମିତ୍ରମାନଙ୍କ ସହିତ ଯାତ୍ରା ଏବଂ ପାର୍ଟୀର ଆୟୋଜନ ହେବ। ମନୋରଞ୍ଜନ ପାଇଁ ସମସ୍ତ ସାମଗ୍ରୀ ଆଜି ଆପଣଙ୍କୁ ଉପଲବ୍ଧ ହେବ। ସୁନ୍ଦର ବସ୍ତ୍ର, ଉତ୍ତମ ଭୋଜନ ଏବଂ ବାହନ ସୁଖ ପ୍ରାପ୍ତ ହେବ। ବିପରୀତ ଲିଙ୍ଗ ଆଡ଼କୁ ଅଧିକ ଆକର୍ଷଣ ହେବ।ପ୍ରତିକାର–ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ : ଶାରୀରିକ ଏବଂ ମାନସିକ ସୁଖ ମିଳିବ। ଚାକିରି – ବ୍ୟବସାୟରେ ଲାଭର ଯୋଗ ଅଛି। ଅଧିକାରୀ ବର୍ଗଙ୍କର ପ୍ରୋତ୍ସାହନରେ ଆପଣଙ୍କ ଉତ୍ସାହ ବଢ଼ିବ। ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ। ପାରିବାରିକ ମାହୌଲ ଆନନ୍ଦମୟ ରହିବ। ସରକାରୀ କାର୍ଯ୍ୟ ପୂର୍ଣ୍ଣ ହେବାପାଇଁ ସରଳତା ରହିବ। ଦାମ୍ପତ୍ୟଜୀବନରେ ସୁଖ ଏବଂ ଆନନ୍ଦ ଅନୁଭବ କରିବେ।  ଆର୍ଥିକ ଲାଭ ପ୍ରାପ୍ତି କରି ପାରିବେ। କୌଣସି ତୀର୍ଥଯାତ୍ରା କରିପାରନ୍ତି। ବନ୍ଧୁ ଏବଂ ମିତ୍ରମାନଙ୍କର ଆଗମନରେ ମନ ଖୁସି ରହିବ। ଦାମ୍ପତ୍ୟ ଜୀବନରେ ନିକଟତା ଏବଂ ମଧୁରତା ରହିବ। ମାନ- ପ୍ରତିଷ୍ଠାରେ ବୃଦ୍ଧି ହେବ। ସ୍ଵାଦିଷ୍ଟ ଭୋଜନର ସ୍ଵାଦ ନେବାର ଆନନ୍ଦ ପ୍ରାପ୍ତ ହେବ।

Leave a Reply

Your email address will not be published. Required fields are marked *