ମାଆ ଲକ୍ଷ୍ମୀଙ୍କ ଶୁଭ ଦୃଷ୍ଟି ରୁ ଏହି ଗୁରୁବାର ଠାରୁ କୋଟିପତି ହେବେ ଏହି ୪ଟି ରାଶିର ବ୍ୟକ୍ତି

laxmi

ନମସ୍କାର ବନ୍ଧୁଗଣ, ଆପଣଙ୍କୁ ଆମ ୱେବପୋର୍ଟାଲ ରେ ସ୍ୱାଗତ। ବନ୍ଧୁଗଣ, ମାତା ଲକ୍ଷ୍ମୀ ଧନର ଦେବୀ ଅଟନ୍ତି। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହି ସପ୍ତାହରେ ଏହି ୪ଟି ରାଶି ପ୍ରତି ମାତା ଲକ୍ଷ୍ମୀ କୃପା ବର୍ଷା କରିବେ। ଏହି ରାଶି ମାନଙ୍କ ମନ ଚଞ୍ଚଳ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଦୃଢ ପଦକ୍ଷେପ ନେଇ ଉନ୍ନତିର ପଥରେ ଅଗ୍ରସର ହେବେ । କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟକୁ ଅଧିନସ୍ଥ କର୍ମଚାରୀଙ୍କ ଦ୍ଵାରା ତ୍ୱରାନ୍ୱିତ କରିବେ । ଆଶା କରୁଥିବା ଦିଗରୁ ସାହାଯ୍ୟ ମିଳିବ । ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା କୈାଣସି ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ । ଆପଣଙ୍କର କୌଣସି ସ୍ଵପ୍ନ ପୂରା ହେବ । ବ୍ୟବସାୟରେ ଆୟ ବୃଦ୍ଧିର ସମ୍ଭାବନା ରହିଛି । ଚାକିରିରେ କୌଣସି ବିଶେଷ ଦାୟିତ୍ଵ ଗ୍ରହଣ କରିବେ ଓ ସହକର୍ମୀମାନେ ସହଯୋଗର ହାତ ବଢାଇବେ । ପୁରୁଣା କାମଗୁଡ଼ିକର ସମୀକ୍ଷା କରିବେ, କିନ୍ତୁ ବିବାଦୀୟ ପରିସ୍ଥିତି ସୃଷ୍ଟିର ସମ୍ଭାବନା ରହିଛି । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହେବ । ଆଜିର ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ଅଭିଳଷିତ ଫଳ ପାଇବେ । ପାରିବାରିକ ଜୀବନ ସୁଖମୟ ରହିବ ।mata laxmi

ମେଷ ରାଶି ଏବଂ ସିଂହ ରାଶି ;

ଧୌର୍ଯ୍ୟ ଧରି କାର୍ଯ୍ୟ କରନ୍ତୁ, କାମ ଗୁଡିକ ବିଳମ୍ବରେ ସମ୍ପାଦିତ ହେବା ଯୋଗୁଁ ମନ ଚଞ୍ଚଳ ରହିବ ନାହିଁ । ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବ । ପ୍ରତ୍ୟେକ କ୍ଷେତ୍ରରେ ନାନା ପ୍ରକାର ବାଦବିଘ୍ନର ସମ୍ମୁଖୀନ ମଧ୍ୟ ଦେଇ ଗତି କରିବାକୁ ପଡିବ । ସ୍ଵଭାବରେ ବିନମ୍ର ହୋଇ ବରିଷ୍ଠଙ୍କ ସହିତ କଥାବାର୍ତ୍ତା କରନ୍ତୁ । ଚାକିରୀ କ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ଖୁସିରେ ରହିବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ ।

ସ୍ଵାସ୍ଥ୍ୟ ସମସ୍ୟା ପୂର୍ବପରି ରହିବ ପୂର୍ଣ୍ଣମାତ୍ରରେ ଆରୋଗ୍ୟ ଲାଭ କରିପାରିବେ ନାହିଁ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ଆଜି ଇଚ୍ଛା ନଥିଲେ ମଧ୍ୟ ଏହିପରି କେତେକ କାମ ବାଧ୍ୟ ବାଧକତାରେ କରିବାକୁ ପଡ଼ିବ । ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ । କୋର୍ଟ କଚେରି ମାମଲା ଶୁଣାଣି ବିଳମ୍ବ ହେବ ଯୋଗୁଁ ମନ ବିସ୍ତପ ରହିବ । ପାରିବାରିକ ଜୀବନରେ ସୁଖଶାନ୍ତି ଅତୁଟ ଥିଲେ ମଧ୍ୟ ଭୁଲ୍‌ ବୁଝାମଣା କାରଣରୁ ହଠାତ୍‌ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବ । l

କୁମ୍ଭ ରାଶି ଏବଂ ମୀନ ରାଶି ;

ଅଚାନକ ଧନପ୍ରାପ୍ତି ହେବ । ସାଙ୍ଗଠନିକ କାମ, ପରିବହନ, ରାଜନୀତି, ଆଇନ ଓ ଆନୁଷ୍ଠାନିକ କାମରେ ଶୁଭଫଳ ମିଳିବ । କେତେକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ନିଜର ଲୋକଙ୍କ କାର୍ଯ୍ୟ କଳାପ ନେଇ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି ।

କେତେକ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଅବଶ୍ୟ ବନ୍ଧୁମାନଙ୍କ ସହାନୁଭୂତି ଲାଭ କରିବା ଫଳରେ ବିବାଦୀୟ ଘଟଣା ଓ ଆର୍ଥିକ ସମସ୍ୟାର ସମାଧାନ ଘଟିପାରେ । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରିଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ । କିନ୍ତୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବ । ଚାକିରିରେ ନିଷ୍ଠାର ସହିତ କାମ କଲେ ଭଲ ପରିଣାମ ମିଳିବ । ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ । କୌଣସି ପାରିବାରିକ ବ୍ୟତିକ୍ରମ କାରଣରୁ ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ ।

ବନ୍ଧୁଗଣ ଆମେ ଆଶା କରୁଛୁ ଆପଣଙ୍କୁ ଏହି ପୋଷ୍ଟ ଟି ଭଲ ଲାଗିଥିବ। ଆପଣ ଏହାକୁ ସେୟାର୍ କରି ନିଜ ବନ୍ଧୁ ପରିଜନ ଙ୍କ ନିକଟରେ ନିଶ୍ଚୟ ପହଞ୍ଚାନ୍ତୁ, ଆମ ପେଜ୍ କୁ ଲାଇକ ଏବଂ ଫଲୋ କରିବାକୁ ଆଦୌ ଭୁଲନ୍ତୁ ନାହିଁ।

Leave a Reply

Your email address will not be published. Required fields are marked *