ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମ ୱେବପୋର୍ଟାଲ ରେ ସ୍ୱାଗତ।ବନ୍ଧୁଗଣ, ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଚଳିତ ସପ୍ତାହରେ ଭଗବାନ ଶିବଙ୍କ କୃପା ଦୃଷ୍ଟି ଏହି ୬ଟି ରାଶି ଉପରେ ରହିଛି ।
ମେଷ,ମକର,ତୁଳା ;
ବନ୍ଧୁଗଣ,ଆତ୍ମୀୟଙ୍କ ସାହାର୍ଯ୍ୟରେ ସମସ୍ୟା ସମାଧାନ ହେବା କଷ୍ଟକର ହୋଇପାରେ । ଦ୍ୱିଜା ନକ୍ଷତ୍ରର ପ୍ରଭାବରୁ, ମନରେ ବିଭିନ୍ନ କଥାକୁ ନେଇ ଚିନ୍ତା ଲାଗିରହିବ, ଯାହାଫଳରେ କାମ କରିବାକୁ ମନରେ ଉତ୍ସାହ ଆସିବ ନାହିଁ । ବ୍ୟବସାୟ, ବାଣିଜ୍ୟରେ କାରବାର ଭଲ ଥିଲେ ମଧ୍ୟ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ଯାହାଫଳରେ ମନରେ ସରସତା ରହିବ ନାହିଁ । କର୍ମକ୍ଷେତ୍ରରେ ଅଧିନସ୍ଥ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ବକ୍ ଅସଂଯମତା କାରଣରୁ ନିଜ ସାଙ୍ଗସାଥୀମାନଙ୍କ ମଧ୍ୟରେ ସାମୟିକ ଅଶାନ୍ତି ଦେଖା ଦେଇପାରେ । ପାରିବାରିକ ଘଟଣାକୁ କେନ୍ଦ୍ର କରି ସ୍ଵାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ମତଭେଦ ଦେଖାଦେଇପାରେ ।
ବିଭିନ୍ନ ପ୍ରକାରର କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ପୁନର୍ବସୁ ନକ୍ଷତ୍ର କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ଥ ହେବେ । ଅନ୍ୟମାନଙ୍କ ପ୍ରେରଣା ନେଇ କାର୍ଯ୍ୟ କରିଲେ କେତେକାଂଶରେ ଉପକୃତ ହେବେ । ଅଫିସ ପରିସରରେ ଆୟୋଜିତ ବୈଠକରେ ଆପଣଙ୍କ କଥାକୁ ଠିକ୍ ଭାବେ ଉପସ୍ଥାନ କରିବେ କିନ୍ତୁ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଏହାକୁ ଭିନ୍ନ ଦୃଷ୍ଟିକୋଣରୁ ଦେଖି ଆପଣଙ୍କୁ ସମାଲୋଚିତ କରିବେ ।
କନ୍ୟା,ବିଛା,କୁମ୍ଭ ;
ଆର୍ଥିକ ଅବସ୍ଥା ମାନ୍ଦା ରହିବା ଫଳରେ କେତେକ କାର୍ଯ୍ୟ ଅଧାରେ ଅଟକିଜାଇପାରେ । ରାଜନୈତିକ ମହାତ୍ଵାକାଂକ୍ଷା ପୂରା ହେବ । ଜମିଜମା କାରବାର କିମ୍ବା ନିର୍ମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ।ବ୍ୟବସାୟ, ବାଣିଜ୍ୟରେ ନାନା ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେଲେ ମଧ୍ୟ ଧୌର୍ଯ୍ୟ ଧରି ସମସ୍ୟାର ସମ୍ମୁଖୀନ କରିବେ । ଅଫିସରେ ଫାଇଲ୍ କାମକୁ ନେଇ ବ୍ୟସ୍ତ ରହିବେ । ସରକାରୀ କିମ୍ବା ବେସରକାରୀ ସ୍ତରରୁ ପାଇବାକୁ ଥିବା ଅର୍ଥ ପାଇଁ ଆଶାୟୀ ହୋଇପାରନ୍ତି । ସମାଜିକ ଜନକଲ୍ୟାଣ କାର୍ଯ୍ୟରେ ରୁଚି ବଢିବ । କେତେକ ସମସ୍ୟା ଭିତରେ ଚଳିଲେ ମଧ୍ୟ ନିଜକୁ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହେବେ । ଆଗାମୀ ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ବିଭିନ୍ନ ଘରୋଇ ସମସ୍ୟା ମଧ୍ୟରେ ମନ ଅଶାନ୍ତି ରହିବ । ସ୍ଵାସ୍ଥ୍ୟ ଜନିତ ସମସ୍ୟା ମାନସିକ ଦୁଃଶ୍ଚିନ୍ତାର କାରଣ ହୋଇପାରେ । ସହଧର୍ମୀଙ୍କ ପୂର୍ଣ୍ଣ ସହଯୋଗ ପାଇବା ଫଳରେ ମନୋବଳ ଦୃଢ ରହିବ।
ବନ୍ଧୁଗଣ ଆମେ ଆଶା କରୁଛୁ ଆପଣଙ୍କୁ ଏହି ପୋଷ୍ଟ ଟି ଭଲ ଲାଗିଥିବ। ଆପଣ ଏହାକୁ ସେୟାର୍ କରି ନିଜ ବନ୍ଧୁ ପରିଜନ ଙ୍କ ନିକଟରେ ନିଶ୍ଚୟ ପହଞ୍ଚାନ୍ତୁ, ଆମ ପେଜ୍ କୁ ଲାଇକ ଏବଂ ଫଲୋ କରିବାକୁ ଆଦୌ ଭୁଲନ୍ତୁ ନାହିଁ।