ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ, ଜ୍ୟୋତିଷଶାସ୍ତ୍ର ଅନୁସାରେ ଚନ୍ଦ୍ରଙ୍କ ଚଳନର ଅନେକ ପ୍ରଭାବ ପଡ଼ିଥାଏ। ଗ୍ରହ ନକ୍ଷତ୍ର ମାନଙ୍କ ଶୁଭ ସଂଯୋଗ ମନୁଷ୍ୟର ଭାଗ୍ୟ ବଦଳାଇ ଦିଏ।
ତେବେ ଆଜି ଚନ୍ଦ୍ର ଏବଂ ଶୁକ୍ରଙ୍କ ପ୍ରଭାରୁ ୩ଟି ରାଶି ପାଇଁ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଦୂର ଯାତ୍ରା ଗମନ, ଅତିଥି ଆଗମନ, ନୂତନ ଗୃହ ନିର୍ମାଣ, ଯାନବାହନ କ୍ରୟ ,ବ୍ୟବସାୟରେ ବୃଦ୍ଧି, ବିବାହ ଯୋଗ ସୃଷ୍ଟି ହେଉଛି। ତେବେ ଆସନ୍ତୁ ଜାଣିବା ଏହି ଭାଗ୍ୟଶାଳୀ ରାଶି ମାନଙ୍କ ବିଷୟରେ।
ମେଷ ରାଶି – ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ।
ମିଥୁନ ରାଶି – ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ ।
କୁମ୍ଭ ରାଶି- ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ହାସଲ କରିବାରେ ସହଜ ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ।
ବନ୍ଧୁଗଣ ଆମେ ଆପଣମାନଙ୍କ ପାଇଁ ଏଭଳି ରାଶିଫଳ, ଓଡ଼ିଆ ଖବର, ବାସ୍ତୁ ବିଚାର, ସ୍ୱାସ୍ଥ୍ୟ ଚିକିତ୍ସା,ମନୋରଞ୍ଜନ ଭିତ୍ତିକ ଆର୍ଟିକିଲ ଆଣିଦେଇଥାଉ ଏଭଳି ଖବର ସବୁବେଳେ ପଢିବା ପାଇଁ ଆମ ଫେସବୁକ ପେଜ୍ କୁ ଲାଇକ ଏବଂ ଫଲୋ ନିଶ୍ଚିତ କରନ୍ତୁ ଧନ୍ୟବାଦ।