ନମସ୍କାର ବନ୍ଧୁଗଣ,ଆପଣଙ୍କୁ ଆମର ଏହି ସୁନ୍ଦର ୱେବପୋର୍ଟାଲ ରେ ସ୍ୱାଗତ। ବନ୍ଧୁଗଣ, ଏହି ଜାଗର ରାତିରେ ଅଦ୍ଭୁତ ସଂଯୋଗ ସୃଷ୍ଟି ହେଉଛି। ଭଗବାନ ଶିବଙ୍କ କୃପାରୁ ୪ଟି ରାଶି ର ଭାଗ୍ୟ ବଦଳିବାକୁ ଯାଉଛି। ତେବେ ଆସନ୍ତୁ ଜାଣିବା ଏହି ଭାଗ୍ୟଶାଳୀ ରାଶି ମାନଙ୍କ ବିଷୟରେ।
ମେଷ ରାଶି -କାର୍ଯ୍ୟରେ ସଫଳତା ସେତେବେଳେ ଆପଣଙ୍କୁ ମିଳିବ ଯେତେବେଳେ, ପ୍ରତିଯୋଗୀମାନଙ୍କୁ ପରାସ୍ତ କରି ପାରିବେ। ଭାଇବନ୍ଧୁ ଏବଂ ପଡ଼ୋଶୀମାନଙ୍କ ସହିତ ଖୂବ ଭଲ ସମ୍ବନ୍ଧ ରହିବ। ଆର୍ଥିକ ଲାଭ ମଧ୍ୟ ହେବ। ଆପଣ ନିଜର ନିର୍ଦ୍ଧାରିତ କାର୍ଯ୍ୟ କରି ପାରିବେ। ସ୍ୱାସ୍ଥ୍ୟ ଭଲ ରହିବ। ଆଜି ଆନନ୍ଦଦାୟକ ଭୋଜନ ମିଳିପାରେ। ଯାତ୍ରାର ସମ୍ଭାବନା ଅଛି। ବ୍ୟର୍ଥ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଭଲ ରହିବ।
ମିଥୁନ ରାଶି – ମନରେ ଖୁସି ଏବଂ ପ୍ରଫୁଲ୍ଲିତ ରହିବେ। କୁଟୁମ୍ବ ଏବଂ ମିତ୍ରମାନଙ୍କ ସହିତ ଉତ୍ତମ ଭୋଜନ, ଯାତ୍ରା କିମ୍ବା ସାକ୍ଷାତର ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ଆତ୍ମୀୟତାର ସୁଯୋଗ ଆସିବ। ଆର୍ଥିକ ଲାଭ ହେବ। ଶୁଭ ସମାଚାର ପ୍ରାପ୍ତ ହେବ। ବାହନ ଚଲାଇବା ସମୟରେ ସାବଧାନ ରହିବେ।
ମକର ରାଶି – ଜୀବନର ପ୍ରତ୍ୟେକ କ୍ଷେତ୍ରରେ ଆଜିର ଦିନ ଲାଭକାରୀ ପ୍ରମାଣିତ ହେବ। ମିତ୍ର ତଥା ବନ୍ଧୁମାନଙ୍କ ସହିତ ବାହରକୁ ଯାତ୍ରା କରିପାରନ୍ତି। ମାଙ୍ଗଳିକ ପ୍ରସଙ୍ଗରେ ଉପସ୍ଥିତ ହେବେ। ମହିଳା ମିତ୍ର ତଥା ପତ୍ନୀ ଏବଂ ପୁତ୍ର ଲାଭ ହେବ। ବିବାହୋତ୍ସୁକ ଯୁବକ-ଯୁବତିମାନଙ୍କର ବୈବାହିକ ସମସ୍ୟାର ସମାଧାନ ହେବ। ଭେଟ-ଉପହାର ମିଳିବାରୁ ଆନନ୍ଦିତ ହେବେ। ଅଗ୍ନି ଏବଂ ଜଲକ୍ଷେତ୍ରରୁ ସାବଧାନ ରୁହନ୍ତୁ। ଅଧିକାରୀ ପ୍ରସନ୍ନ ରହିବେ, ପ୍ରମୋସନର ସମ୍ଭାବନା ଅଛି।
ମୀନ ରାଶି – ଚାକିରିରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ହେବ। ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିପାରେ। ପ୍ରତିଦ୍ୱନ୍ଦୀ ନିଜର ଚାଲରେ ସଫଳ ହେବେ। ସ୍ଵାସ୍ଥ୍ୟ ଉପରେ ଆଜି ବିଶେଷ ଧ୍ୟାନ ଦିଅନ୍ତୁ। ଅଚନକ ଧନପ୍ରାପ୍ତି ହେବାର ଯୋଗ ଅଛି। ପରିଜନମାନଙ୍କ ସହିତ ନିୟନ୍ତ୍ରଣ ରଖିବେ। ନୂଆ କାର୍ଯ୍ୟର ଆରମ୍ଭ କରିବା ପାଇଁ ଶୁଭ ଦିନ ଅଟେ। ସମ୍ବନ୍ଧିମାନଙ୍କ ଏବଂ ମିତ୍ରମାନଙ୍କ ସହିତ ସାକ୍ଷାତକରି ହେବ।
ତେବେ ବନ୍ଧୁଗଣ,ଆଶା କରୁଛୁ ଆପଣଙ୍କୁ ଏହି ପୋଷ୍ଟ ଟି ପସନ୍ଦ ଆସିଥିବ। ଏଭଳି ଅଧିକ ସୂଚନା ପାଇଁ ଆମକୁ ଲାଇକ ଏବଂ ଫଲୋ କରନ୍ତୁ ଧନ୍ୟବାଦ।