ଭଗବାନ ଶିବଙ୍କ କୃପାରୁ ଆଜିଠାରୁ ବଦଳିବ ଏହି ୫ଟି ରାଶିର ଭାଗ୍ୟ |

ଭଗବାନ ଶିବ ଅତ୍ୟନ୍ତ ଦୟାଳୁ ଅଟନ୍ତି। ଆଜିଠାରୁ ଭଗବାନ ଶିବ ଏହି ୫ଟି ରାଶି ଉପରେ ନିଜର କୃପାଦୃଷ୍ଟି ପକାଇବେ। ଯାହା ଫଳରେ ଆଗାମୀ ଦିନରେ ଏହି ରାଶି ଗୁଡିକ ଉନ୍ନତି କରିବେ।ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କୋର୍ଟ କଚେରୀ, ମାଲିମୋକଦ୍ଦମାରେ ବିଜୟୀ ହେବେ । ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶିଆଘାତ ପାଇବେ ।

ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଆର୍ଥିକ ସ୍ଥିତି ସାମାନ୍ୟ ବଦଳିବ । କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି । ରାଜନୀତି କ୍ଷେତ୍ରରେ ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତି ଅକ୍ଷୁର୍ଣ୍ଣ ରହିବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ନୂତନପନ୍ଥା ଅନୁସରଣ କରି ପରିବାରକୁ ସଜାଡ଼ି ନେବେ । ଗୃହୋପକରଣ କ୍ରୟ କରିବେ ।

mahadev

ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । କ୍ୟାରିଅରରେ ଉନ୍ନତି ଲାଗି ନୂଆ ପରାମର୍ଶ ମିଳିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବ ନାହିଁ । ବ୍ୟବସାୟିକ ସ୍ଥିତି ପୂର୍ବପରି ରହିବ । ଅଫିସ୍‌ରେ ଆଲୋଚନା ପରିସରରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ ।

ଅତୀତ ଘଟଣାବଳୀକୁ ବାରମ୍ବାର ମନେ ପକାଇ ଅନ୍ୟମନସ୍କ ହୋଇପାରନ୍ତି; ଯାହାଫଳରେ ବ୍ୟବସାୟ ବାଣିଜ୍ୟ ଧିମା ହୋଇପାରେ ଏବଂ କର୍ମକ୍ଷେତ୍ର ପ୍ରତି ଉଦାସୀନ ରହିଲେ ସମାଲୋଚିତ ହୋଇପାରନ୍ତି । ମାନସିକ ଦୁଶ୍ଚିନ୍ତାଜନିତ ପରିବାରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ଅଶାନ୍ତି ଉପୁଜିପାରେ । ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିପାରନ୍ତି ।

କେତେକ ଅପ୍ରୀତିକର କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ । ପ୍ରତ୍ୟେକ କାମ ଗଡ୍‌ବଡ୍‌ ହେବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ପଛକୁ ରହି କାମ କରିବା ଭଲ ହେବ । ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ବଶତଃ କାର୍ଯ୍ୟ ଚାପ ଯୋଗୁଁ ଅସହିଷ୍ଣୁତା ଅନୁଭବ କରିବେ କିନ୍ତୁ ସହଯୋଗୀଙ୍କ ସହଯୋଗରେ ଦ୍ଵାରା ମନୋବଳ ଦୃଢ ହେବ ।

Astrology

ହଠାତ୍‌ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଅନ୍ତରଙ୍ଗ ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ଅନୁଭବ କରି ଦୁଃଖ ପ୍ରକାଶ କରିପାରନ୍ତି । ଦାଂପତ୍ୟ ଜୀବନରେ ମଧୁରତା ଆସିବ । ତେବେ ଏହି ସବୁ ଭାଗ୍ୟଶାଳୀ ରାଶି ୫ଟି ହେଉଛନ୍ତି ମେଷ ରାଶି,ମକର ରାଶି,କନ୍ୟା ରାଶି,କୁମ୍ବ ରାଶି,ତୁଳା ରାଶି।ପ୍ରତିକାର ; ଶିବଲିଙ୍ଗ ରେ ଧଳା କନିଆର ଫୁଲ ଚଢାଇବା ସହ ଜଳାଭିଷେକ କରନ୍ତୁ ସବୁ ମନସ୍କାମନା ପୂର୍ଣ ହେବ।

ଆମେ ଆପଣଙ୍କ ପାଇଁ ଏମିତି ରାଶିଫଳ ଖବର ପ୍ରତିଦିନ ଆଣିଥାଉ।ଏହି ପୋଷ୍ଟ ଆପଣଙ୍କୁ କିପରି ଲାଗିଲା, ଦୟାକରି ତଳେ କମେଣ୍ଟ କରନ୍ତୁ। ଏହି ପୋଷ୍ଟକୁ ନିଶ୍ଚୟ ସେୟାର୍ କରନ୍ତୁ ଏବଂ ଏହିଭଳି ଖବର ଜାଣିବା ପାଇଁ ଆମ ପେଜ୍ କୁ ଲାଇକ ଏବଂ ଫଲୋ କରିଦିଅନ୍ତୁ।

Leave a Reply

Your email address will not be published. Required fields are marked *