ପାଣିାଗ ବିଭାଗ ପକ୍ଷର ଏହି ୧୪ଟି ଜିଲ୍ଲାକୁ ହାଇ ଆଲର୍ଟ ହେଲା ଜାରି ।

Weather Alert

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ତିନି ଜିଲ୍ଲାକୁ ହାଇ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ଭୁବନେଶ୍ୱର । ଉତ୍ତର ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଓଡିଶା ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଦ୍ରପ୍ରଦେଶ ଉପକୂଳ ସ୍ଥିତ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

ଆଉ ଏହି ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳ ରେ ୭.୬ କିଲୋମିଟର ଯାଏ ବ୍ୟାପିଛି । ତେବେ ଏହାର ପ୍ରଭାବରେ ୩ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ମାତ୍ରାରେ ବର୍ଷାର ସମ୍ଭାବନା । ଆଜି ପାଇଁ ତିନୋଟି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୧୪ଟି ଜିଲ୍ଲାରେ ହାଲକା ରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ।

rains

ଏହି ସମୟ ମଧ୍ୟରେ ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ସହ ୨୦ ସେଣ୍ଟିମିଟର ରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେଉଁଝର , ମୟୁରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଆଦି ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ତିନି ଜିଲ୍ଲାକୁ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର । ଉତ୍ତର ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଆଜି ସକାଳୁ ଆକାଶ ଆଂଶିକ ମେଘାଚ୍ଛନ୍ନ ରହିଛି । ତେବେ ଟୁଇନ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସଂନ୍ଧ୍ୟା ମଧ୍ୟରେ ବଜ୍ରପାତ ହସରା ଦୁଇ ହସରା ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସୂଚନା ଜାରି ହୋଇଛି ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *