ଆସୁଛି ଘୂର୍ଣ୍ଣିବଳୟ କାଲିଠାରୁ ପ୍ରବଳ ବର୍ଷ । ଏହି ସବୁ ଜିଲ୍ଲା ଗୁଡିକୁ ହେଲା ୟେଲୋ ୱାର୍ଣିଂ ଜାରି ।

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ଏବେ ଏବେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ଆସୁଛି ଆଉ କିଛି ନୂଆ ରିପୋର୍ଟ । ଆସନ୍ତା କାଲିଠୁ ରାଜ୍ୟରେ ବଦଳିପାରେ ପାଗ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୨ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ।

ତେବେ ୨ ତାରିଖରୁ ରାଜ୍ୟରେ ବର୍ଷା ହେବ । ୪ ରୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ଅଧିକାଂଶ ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେଉଁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କଟକ, ବାଲେଶ୍ୱର, ନବରଙ୍ଗପୁର, କଳାହାଣ୍ଡି ଏବଂ ବଲାଙ୍ଗିରରେ ପ୍ରବରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

rains

ଉପକୂଳ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡିଶାରେ ଘଡ଼ଘଡ଼ି ସହ ବିଜୁଳି ସହ ବର୍ଷାର ସମ୍ଭାବନା ରହିଛି । ଦୁର୍ବଳ ମୌସୁମୀ ପ୍ରଭାବରେ ଉପକୂଳ ସମେତ ଦକ୍ଷିଣ ଓଡିଶା ପ୍ରଭାବିତ ହୋଇଛି । ତେବେ ଗତ ୫ଦିନ ହେବ ସ୍ୱଭାବିକ ଠାରୁ ୪ ରୁ ୫ଂ ଉପରେ ରହିଛି ପାରଦ । ଦକ୍ଷିଣ ଓଡିଶାରେ ନିଅଟିଆ ବର୍ଷା ରେକର୍ଡ ହୋଇଛି । ଗଞ୍ଜାମ ସମେତ କୋରାପୁଟ, ରାୟଗଡ଼ା, କଳାହାଣ୍ଡି ରେ ସ୍ଥିତି ଉତ୍କଣ୍ଟ ହୋଇଛି ।

ଏଥିପାଇଁ ଜିଲ୍ଲା ପ୍ରଶାସନକୁ କନ୍ଟିନେନସି ପ୍ଲାନ ଅନୁସାରେ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି । ସେହିସବୁ ଜିଲ୍ଲା ଗୁଡିକୁ ହେଲା- କେଉଁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କଟକ, ବାଲେଶ୍ୱର, ନବରଙ୍ଗପୁର, କଳାହାଣ୍ଡି ଏବଂ ବଲାଙ୍ଗିର । ଏଥିପାଇଁ ଜିଲ୍ଲା ପ୍ରଶାସନକୁ କନ୍ଟିନେନସି ପ୍ଲାନ ଅନୁସାରେ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *