ଆଜିର ସୁନା ରେଟ – ବହୁତ ଦିନ ପରେ ଏତେ କମିଗଲା ସୁନା

gold

ଗତ କିଛି ଦିନ ହେବ ସୁନା ରେଟ ହୁ ହୁ ହୋଇ ବଢିବାର ଲାଗିଥିଲେ , ତେବେ ନିକଟରେ ସୁନା ରେଟ 30 ହଜାର ପାର କରିଥିଲା । ବହୁତ ଦିନ ପରେ ଏବେ ସୁନା ରେଟରେ କିଛି ଟା କମ ହେବାର ସୁଚନା ରହିଛି , ତେବେ ଆସନ୍ତୁ ଜାଣିନେବା ପୁରା ଖବର ।

ବିବାହ ଋତୁ ଆସୁଥିବାରୁ ସୁନାର ଚାହିଦା ବଢିଛି । ତେବେ ଏହାରି ଭିତରେ ଆସିଛି ସୁନା ପ୍ରେମିକଙ୍କ ପାଇଁ ଖୁସି ଖବର । ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି ଓଡିଶାରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୯୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୮୪୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୮୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୯୨୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୮୪୦ ଟଙ୍କା ଓ ୭୨,୯୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୯୯୦ ଟଙ୍କା ଓ ୭୩,୦୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୬୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨,୭୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୮୪୦ ଟଙ୍କା ଓ ୭୨,୯୨୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୩ ହଜାର ୯୦୦ ଟଙ୍କା ହୋଇଛି ।

ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୯୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୮୪୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୮୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୯୨୦ ହୋଇଛି ।

Leave a Reply

Your email address will not be published. Required fields are marked *